ସ୍ଥିର ହେଲା ନାଜାଲ ଭ୍ୟାକ୍ସିନ ‘INCOVACC’ ର ଦାମ୍; ଜାଣନ୍ତୁ କେତେ ଟଙ୍କାରେ ଏହା ଉପଲବ୍ଧ ହେବ…

The Sakala Picture
Published On

ନୂଆଦିଲ୍ଲୀ: କିଛି ଦିନର ଅନ୍ତରାଳରେ ପୁଣିଥରେ ମହାମାରୀ କରୋନା ସଂକ୍ରମଣର ବିସ୍ଫୋରଣକୁ ଦେଖି ସତର୍କ ହୋଇପଡିଛନ୍ତି ଭାରତ ସରକାର। ନିକଟରେ ଭାରତ ବାୟୋଟିକ୍ ଦ୍ୱାରା ପ୍ରସ୍ତୁତ ନାଜାଲ ଭ୍ୟାକ୍ସିନ ‘INCOVACC’ କୁ ଦେଶରେ ବୁଷ୍ଟର ଡୋଜ୍ ପାଇଁ ମଞ୍ଜୁରୀ ଦେଇଛନ୍ତି ସରକାର । ବୁଷ୍ଟର ଡୋଜ୍ ପାଇଁ ଏହାର ମାତ୍ର ୨ ବୁନ୍ଦା ନାକରେ ପକାଯିବ । ଏହି ଟିକାକୁ ସରକାରଙ୍କ ମଞ୍ଜୁରି ମିଳିବା ପରେ ଏବେ ଏହାର ମୂଲ୍ୟ ଘୋଷଣା କରାଯାଇଛି । ଏହି ନାଜାଲ୍ […]

ନୂଆଦିଲ୍ଲୀ: କିଛି ଦିନର ଅନ୍ତରାଳରେ ପୁଣିଥରେ ମହାମାରୀ କରୋନା ସଂକ୍ରମଣର ବିସ୍ଫୋରଣକୁ ଦେଖି ସତର୍କ ହୋଇପଡିଛନ୍ତି ଭାରତ ସରକାର। ନିକଟରେ ଭାରତ ବାୟୋଟିକ୍ ଦ୍ୱାରା ପ୍ରସ୍ତୁତ ନାଜାଲ ଭ୍ୟାକ୍ସିନ ‘INCOVACC’ କୁ ଦେଶରେ ବୁଷ୍ଟର ଡୋଜ୍ ପାଇଁ ମଞ୍ଜୁରୀ ଦେଇଛନ୍ତି ସରକାର । ବୁଷ୍ଟର ଡୋଜ୍ ପାଇଁ ଏହାର ମାତ୍ର ୨ ବୁନ୍ଦା ନାକରେ ପକାଯିବ । ଏହି ଟିକାକୁ ସରକାରଙ୍କ ମଞ୍ଜୁରି ମିଳିବା ପରେ ଏବେ ଏହାର ମୂଲ୍ୟ ଘୋଷଣା କରାଯାଇଛି । ଏହି ନାଜାଲ୍ ଟିକାର ଗୋଟିଏ ଡୋଜର ମୂଲ୍ୟ ୮୦୦ ଟଙ୍କା ରଖାଯାଇଛି । ଏହା ଉପରେ ୫ ପ୍ରତିଶତ ଜିଏସଟି ଲାଗୁ ହେବ । ଏହି ମୂଲ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବାବେଳେ ଏହାକୁ ୧୦୦୦ଟଙ୍କାକୁ ବଢାଇବାକୁ କମ୍ପାନୀ ଚାହୁଁଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

ଆଇଏମଏ ସେକ୍ରେଟାରୀ ଅନିଲ ଗୋୟଲଙ୍କ କହିବା ମୁତାବକ, ଏହି ନାଜାଲ ଭ୍ୟାକ୍ସିନ୍ ଅନ୍ୟ ଭ୍ୟାକ୍ସିନ ଭଳି ପ୍ରଭାବୀ । ଏହାକୁ କୌଣସି କଷ୍ଟରେ ଲୋକେ ଗ୍ରହଣ କରିପାରିବେ । କୋୱିନ୍ ପ୍ଲାଟଫର୍ମରେ ମଧ୍ୟ ଏହି ନାଜାଲ ଭ୍ୟାକ୍‌ସିନ୍ ଉପଲବ୍ଧ ହେବ। ଏହାକୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଦିଆଯାଇପାରିବ। ଟ୍ରାଏଲ୍ ସମୟରେ ଟିକା ନେଉଥିବା ଲୋକଙ୍କ ଦେହରେ ନାଜାଲ ଭ୍ୟାକସିନ୍ ଆଣ୍ଟିବଡି ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ 'ଆତଙ୍କବାଦୀ' କହିଲେ ଖଡ଼ଗେ, ବିବାଦ ପରେ ଦେଲେ ସ୍ପଷ୍ଟୀକରଣ

27 Dec 2022 By The Sakala

ସ୍ଥିର ହେଲା ନାଜାଲ ଭ୍ୟାକ୍ସିନ ‘INCOVACC’ ର ଦାମ୍; ଜାଣନ୍ତୁ କେତେ ଟଙ୍କାରେ ଏହା ଉପଲବ୍ଧ ହେବ…

ନୂଆଦିଲ୍ଲୀ: କିଛି ଦିନର ଅନ୍ତରାଳରେ ପୁଣିଥରେ ମହାମାରୀ କରୋନା ସଂକ୍ରମଣର ବିସ୍ଫୋରଣକୁ ଦେଖି ସତର୍କ ହୋଇପଡିଛନ୍ତି ଭାରତ ସରକାର। ନିକଟରେ ଭାରତ ବାୟୋଟିକ୍ ଦ୍ୱାରା ପ୍ରସ୍ତୁତ ନାଜାଲ ଭ୍ୟାକ୍ସିନ ‘INCOVACC’ କୁ ଦେଶରେ ବୁଷ୍ଟର ଡୋଜ୍ ପାଇଁ ମଞ୍ଜୁରୀ ଦେଇଛନ୍ତି ସରକାର । ବୁଷ୍ଟର ଡୋଜ୍ ପାଇଁ ଏହାର ମାତ୍ର ୨ ବୁନ୍ଦା ନାକରେ ପକାଯିବ । ଏହି ଟିକାକୁ ସରକାରଙ୍କ ମଞ୍ଜୁରି ମିଳିବା ପରେ ଏବେ ଏହାର ମୂଲ୍ୟ ଘୋଷଣା କରାଯାଇଛି । ଏହି ନାଜାଲ୍ ଟିକାର ଗୋଟିଏ ଡୋଜର ମୂଲ୍ୟ ୮୦୦ ଟଙ୍କା ରଖାଯାଇଛି । ଏହା ଉପରେ ୫ ପ୍ରତିଶତ ଜିଏସଟି ଲାଗୁ ହେବ । ଏହି ମୂଲ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବାବେଳେ ଏହାକୁ ୧୦୦୦ଟଙ୍କାକୁ ବଢାଇବାକୁ କମ୍ପାନୀ ଚାହୁଁଥିବା ଜଣାପଡିଛି ।

ଆଇଏମଏ ସେକ୍ରେଟାରୀ ଅନିଲ ଗୋୟଲଙ୍କ କହିବା ମୁତାବକ, ଏହି ନାଜାଲ ଭ୍ୟାକ୍ସିନ୍ ଅନ୍ୟ ଭ୍ୟାକ୍ସିନ ଭଳି ପ୍ରଭାବୀ । ଏହାକୁ କୌଣସି କଷ୍ଟରେ ଲୋକେ ଗ୍ରହଣ କରିପାରିବେ । କୋୱିନ୍ ପ୍ଲାଟଫର୍ମରେ ମଧ୍ୟ ଏହି ନାଜାଲ ଭ୍ୟାକ୍‌ସିନ୍ ଉପଲବ୍ଧ ହେବ। ଏହାକୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଦିଆଯାଇପାରିବ। ଟ୍ରାଏଲ୍ ସମୟରେ ଟିକା ନେଉଥିବା ଲୋକଙ୍କ ଦେହରେ ନାଜାଲ ଭ୍ୟାକସିନ୍ ଆଣ୍ଟିବଡି ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର