ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ, ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ

The Sakala Picture
Published On

ନୂଆଦିଲ୍ଲୀ: ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ । ଜଟିଳ ହୋଇପାରେ ପରିସ୍ଥିତି । ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି । ଏହି ସମୟ […]

ନୂଆଦିଲ୍ଲୀ: ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ । ଜଟିଳ ହୋଇପାରେ ପରିସ୍ଥିତି । ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି । ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳି ଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ ସିକୁଏନ୍ସ ପାଇଁ ପଠାଯାଇଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: CJP ବିକ୍ଷୋଭ ମାମଲାରେ ସିସିଟିଭି ଫୁଟେଜ୍ ସଂରକ୍ଷିତ ରଖିବାକୁ ଆଦେଶ, କେନ୍ଦ୍ର ଓ ପୋଲିସକୁ ନୋଟିସ୍

ସେହିପରି ଚୀନ ସମେତ ଅନ୍ୟ କିଛି ଦେଶରେ କରୋନାର ମାମଲା ଲଗାତାର ବୃଦ୍ଧି ପାଉଥିବା ଦେଖାଯାଉଛି । ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ବିମାନବନ୍ଦରରେ ବିଦେଶ ଫେରନ୍ତା ଯାତ୍ରୀଙ୍କ ରାପିଡ ଟେଷ୍ଟିଙ୍ଗ୍ ମଧ୍ୟ ଆରମ୍ଭ କରିଛନ୍ତି । ଏଥିରେ କରୋନା ପଜିଟିଭ୍ ମଧ୍ୟ ଚିହ୍ନଟ ହୋଇଛନ୍ତି । ଚେନ୍ନାଇ ବିମାନ ବନ୍ଦରରେ ବୁଧବାର ଦୁଇ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ବେଙ୍ଗାଲୁରୁରେ ବିମାନବନ୍ଦରରେ ଚାରି ଜଣ ବିଦେଶୀ ଯାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାତ୍ରୀଙ୍କ ରିପୋର୍ଟ ପଜିଟିଭ୍ ଆସିବ ପରେ ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଛି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରମନ୍ତ୍ରୀଙ୍କ ସହ CJP ର ଆଲୋଚନା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଅଟଳ CJP, ସମୟ ମାଗିଲେ ସରକାର

29 Dec 2022 By The Sakala

ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ, ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ

ନୂଆଦିଲ୍ଲୀ: ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ । ଜଟିଳ ହୋଇପାରେ ପରିସ୍ଥିତି । ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି । ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳି ଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ ସିକୁଏନ୍ସ ପାଇଁ ପଠାଯାଇଛି ।

ସେହିପରି ଚୀନ ସମେତ ଅନ୍ୟ କିଛି ଦେଶରେ କରୋନାର ମାମଲା ଲଗାତାର ବୃଦ୍ଧି ପାଉଥିବା ଦେଖାଯାଉଛି । ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ବିମାନବନ୍ଦରରେ ବିଦେଶ ଫେରନ୍ତା ଯାତ୍ରୀଙ୍କ ରାପିଡ ଟେଷ୍ଟିଙ୍ଗ୍ ମଧ୍ୟ ଆରମ୍ଭ କରିଛନ୍ତି । ଏଥିରେ କରୋନା ପଜିଟିଭ୍ ମଧ୍ୟ ଚିହ୍ନଟ ହୋଇଛନ୍ତି । ଚେନ୍ନାଇ ବିମାନ ବନ୍ଦରରେ ବୁଧବାର ଦୁଇ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ବେଙ୍ଗାଲୁରୁରେ ବିମାନବନ୍ଦରରେ ଚାରି ଜଣ ବିଦେଶୀ ଯାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାତ୍ରୀଙ୍କ ରିପୋର୍ଟ ପଜିଟିଭ୍ ଆସିବ ପରେ ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର