ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଅମ୍ବାନୀ ପରିବାରର ସାନବୋହୂ ହେବେ ରାଧିକା ମାର୍ଚେଣ୍ଟ; ଜାଣନ୍ତୁ କିଏ ଏହି ରାଧିକା ମାର୍ଚେଣ୍ଟ…

The Sakala Picture
Published On

ମୁମ୍ବାଇ: ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଅନନ୍ତ ଅମ୍ବାନୀ । ବିଶିଷ୍ଟ ଉଦ୍ୟୋଗପତି ତଥା ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ସହ ରାଧିକା ମାର୍ଚେଣ୍ଟଙ୍କ ସହ ର୍ନିବନ୍ଧ ହୋଇଛି । ଅନନ୍ତ ଅମ୍ବାନୀ ଖୁବଶୀଘ୍ର ରାଧିକା ମାର୍ଚେଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି । ହେଲେ କିଏ ଏହି ରାଧିକା ମାର୍ଚେଣ୍ଟ ? ଯିଏ କି ଅମ୍ବାନୀ ପରିବାରର ସାନବୋହୂ ହେବାକୁ ଯାଉଛନ୍ତି, ତାହାକୁ ନେଇ ଏବେ ଚର୍ଚ୍ଚା […]

ମୁମ୍ବାଇ: ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଅନନ୍ତ ଅମ୍ବାନୀ । ବିଶିଷ୍ଟ ଉଦ୍ୟୋଗପତି ତଥା ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ସହ ରାଧିକା ମାର୍ଚେଣ୍ଟଙ୍କ ସହ ର୍ନିବନ୍ଧ ହୋଇଛି । ଅନନ୍ତ ଅମ୍ବାନୀ ଖୁବଶୀଘ୍ର ରାଧିକା ମାର୍ଚେଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି । ହେଲେ କିଏ ଏହି ରାଧିକା ମାର୍ଚେଣ୍ଟ ? ଯିଏ କି ଅମ୍ବାନୀ ପରିବାରର ସାନବୋହୂ ହେବାକୁ ଯାଉଛନ୍ତି, ତାହାକୁ ନେଇ ଏବେ ଚର୍ଚ୍ଚା ।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ବଢ଼ିଲା ଉତ୍ତେଜନା: ଇରାନ ଉପରେ ଇସ୍ରାଏଲର ପାଲଟା ମିସାଇଲ ମାଡ଼, ତେହେରାନରେ ଥରିଲା ଛାତି

ରାଧିକା ମାର୍ଚେଣ୍ଟ ହେଉଛନ୍ତି ଏନକୋର ହେଲଥ କେୟାର ସିଇଓ ବିରେନ ମାର୍ଚେଣ୍ଟ ଏବଂ ଶିଲା ମାର୍ଚେଣ୍ଟଙ୍କ ଝିଅ । ରାଧିକାଙ୍କ ପିତା ବିରେନ ମଧ୍ୟ ଦେଶର ଧନୀ ବ୍ୟକ୍ତିମାନଙ୍କ ମଧ୍ୟରେ ଜଣେ। ମୁମ୍ବଇରେ ରାଧିକାଙ୍କ ପାଠପଢା । ଏହା ପରେ ସେ ଉଚ୍ଚ ଶିକ୍ଷା ପାଇଁ ପାଇଁ ନ୍ୟୁୟର୍କ ଯାଇଥିଲେ। ରାଧିକା ନ୍ୟୁୟର୍କ ବିଶ୍ୱବିଦ୍ୟାଳୟର ସ୍ନାତକ ହାସଲ କରିଥିବା ବେଳେ ଏନକୋର ହେଲଥ କେୟାର ନିର୍ଦ୍ଦେଶକ ମଣ୍ଡଳୀରେ କାର୍ଯ୍ୟ କରନ୍ତି । ଏହା ସହିତ ରାଧିକ ଜଣେ ପ୍ରଶିକ୍ଷିତ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ମଧ୍ୟ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ଅଧିକୃତ କାଶ୍ମୀରରେ ଜଳୁଛି ବିଦ୍ରୋହର ନିଆଁ: ଜେଏଏସି (JAAC)ର ଲଙ୍ଗ୍ ମାର୍ଚ୍ଚ ବେଳେ ହିଂସାତ୍ମକ ସଂଘର୍ଷ

ରାଧୀକାଙ୍କ ସହ ଅନନ୍ତଙ୍କର ନିର୍ବନ୍ଧ ରାଜସ୍ଥାନର ଉଦୟପୁର ଠାରୁ ୪୮ କିଲୋମିଟର ଦୂରରେ ଥିବା ନାଥବାଡା ସ୍ଥିତ ଶ୍ରୀନାଥ ମନ୍ଦିରରେ ହୋଇଛି । ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ପିଲାଦିନରୁ ପରସ୍ପରକୁ ଜାଣିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ: ମୀନାକ୍ଷୀ ନଟରାଜନଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ କରିବାକୁ ମନା

29 Dec 2022 By The Sakala

ଅମ୍ବାନୀ ପରିବାରର ସାନବୋହୂ ହେବେ ରାଧିକା ମାର୍ଚେଣ୍ଟ; ଜାଣନ୍ତୁ କିଏ ଏହି ରାଧିକା ମାର୍ଚେଣ୍ଟ…

ମୁମ୍ବାଇ: ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଅନନ୍ତ ଅମ୍ବାନୀ । ବିଶିଷ୍ଟ ଉଦ୍ୟୋଗପତି ତଥା ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ସହ ରାଧିକା ମାର୍ଚେଣ୍ଟଙ୍କ ସହ ର୍ନିବନ୍ଧ ହୋଇଛି । ଅନନ୍ତ ଅମ୍ବାନୀ ଖୁବଶୀଘ୍ର ରାଧିକା ମାର୍ଚେଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି । ହେଲେ କିଏ ଏହି ରାଧିକା ମାର୍ଚେଣ୍ଟ ? ଯିଏ କି ଅମ୍ବାନୀ ପରିବାରର ସାନବୋହୂ ହେବାକୁ ଯାଉଛନ୍ତି, ତାହାକୁ ନେଇ ଏବେ ଚର୍ଚ୍ଚା ।

ରାଧିକା ମାର୍ଚେଣ୍ଟ ହେଉଛନ୍ତି ଏନକୋର ହେଲଥ କେୟାର ସିଇଓ ବିରେନ ମାର୍ଚେଣ୍ଟ ଏବଂ ଶିଲା ମାର୍ଚେଣ୍ଟଙ୍କ ଝିଅ । ରାଧିକାଙ୍କ ପିତା ବିରେନ ମଧ୍ୟ ଦେଶର ଧନୀ ବ୍ୟକ୍ତିମାନଙ୍କ ମଧ୍ୟରେ ଜଣେ। ମୁମ୍ବଇରେ ରାଧିକାଙ୍କ ପାଠପଢା । ଏହା ପରେ ସେ ଉଚ୍ଚ ଶିକ୍ଷା ପାଇଁ ପାଇଁ ନ୍ୟୁୟର୍କ ଯାଇଥିଲେ। ରାଧିକା ନ୍ୟୁୟର୍କ ବିଶ୍ୱବିଦ୍ୟାଳୟର ସ୍ନାତକ ହାସଲ କରିଥିବା ବେଳେ ଏନକୋର ହେଲଥ କେୟାର ନିର୍ଦ୍ଦେଶକ ମଣ୍ଡଳୀରେ କାର୍ଯ୍ୟ କରନ୍ତି । ଏହା ସହିତ ରାଧିକ ଜଣେ ପ୍ରଶିକ୍ଷିତ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ମଧ୍ୟ।

ରାଧୀକାଙ୍କ ସହ ଅନନ୍ତଙ୍କର ନିର୍ବନ୍ଧ ରାଜସ୍ଥାନର ଉଦୟପୁର ଠାରୁ ୪୮ କିଲୋମିଟର ଦୂରରେ ଥିବା ନାଥବାଡା ସ୍ଥିତ ଶ୍ରୀନାଥ ମନ୍ଦିରରେ ହୋଇଛି । ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ପିଲାଦିନରୁ ପରସ୍ପରକୁ ଜାଣିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର