ଦେଶବାସୀଙ୍କୁ ଇଂରାଜୀ ନବବର୍ଷ ୨୦୨୩ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଦେଶ ତଥା ସମଗ୍ର ବିଶ୍ବରେ ପାଳନ ହେଉଛି ନୂଆବର୍ଷ। ଆନନ୍ଦ ଉଲ୍ଲାସର ସହ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଲୋକେ।  ବିଭିନ୍ନ ସ୍ଥାନରେ ବାଣ ଫୁଟାଇ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଲୋକେ। ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଷ୍ଟ୍ରପତି ଦେଶବାସୀ ତଥା ବିଦେଶରେ ରହୁଥିବା ପ୍ରବାସୀଙ୍କୁ ନୂତନବର୍ଷର ଶୁଭକାମନା ଜଣାଇବା ସହ, ନୂତନ ବର୍ଷ ୨୦୨୩ ସମସ୍ତଙ୍କ ଜୀବନରେ ନୂଆ ପ୍ରେରଣା, ଲକ୍ଷ୍ୟ […]

ନୂଆଦିଲ୍ଲୀ: ଦେଶ ତଥା ସମଗ୍ର ବିଶ୍ବରେ ପାଳନ ହେଉଛି ନୂଆବର୍ଷ। ଆନନ୍ଦ ଉଲ୍ଲାସର ସହ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଲୋକେ।  ବିଭିନ୍ନ ସ୍ଥାନରେ ବାଣ ଫୁଟାଇ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଲୋକେ। ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଆହୁରି ପଢ଼ନ୍ତୁ: ହରିୟାଣାର ଯମୁନା ନଦୀରେ ଓଲଟିଲା ସେନା ଡଙ୍ଗା: ୨ ସ୍ପେଶାଲ ଫୋର୍ସ ଯବାନ ନିଖୋଜ

ରାଷ୍ଟ୍ରପତି ଦେଶବାସୀ ତଥା ବିଦେଶରେ ରହୁଥିବା ପ୍ରବାସୀଙ୍କୁ ନୂତନବର୍ଷର ଶୁଭକାମନା ଜଣାଇବା ସହ, ନୂତନ ବର୍ଷ ୨୦୨୩ ସମସ୍ତଙ୍କ ଜୀବନରେ ନୂଆ ପ୍ରେରଣା, ଲକ୍ଷ୍ୟ ଏବଂ ସଫଳତାର କାମନା କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ନୂଆବର୍ଷ ସମସ୍ତଙ୍କ ପାଇଁ ଆଶା, ଖୁସି ଏବଂ ସଫତଳାରେ ପରିପୂର୍ଣ୍ଣ ହେବା ସହ, ସମସ୍ତଙ୍କର ଉତ୍ତମ ସ୍ବାସ୍ଥ୍ୟ ପାଇଁ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର