ତାମିଲନାଡୁ କୁଡ୍ଡାଲୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

The Sakala Picture
Published On

ଚେନ୍ନାଇ: ତାମିଲନାଡୁ କୁଡ୍ଡାଲୋର ଜିଲ୍ଲାର ଟ୍ରିଚି-ଚେନ୍ନାଇ NHରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏହୁ ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ଗାଡ଼ି ଚାଳକଙ୍କ ସମେତ ୨ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି । ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥ ଓ୍ବେୟପୁର ନିକଟରେ ସିରିଜ୍ ଦୁର୍ଘଟଣା ହୋଇଛି । ୨ଟି ବସ୍, ୨ଟି ଟ୍ରକ୍ ଓ ଏକ କାର୍ ଉଭୟଙ୍କ ମଧ୍ୟରେ ଧକ୍କା ହୋଇଥିଲା । ଖବର […]

ଚେନ୍ନାଇ: ତାମିଲନାଡୁ କୁଡ୍ଡାଲୋର ଜିଲ୍ଲାର ଟ୍ରିଚି-ଚେନ୍ନାଇ NHରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏହୁ ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ଗାଡ଼ି ଚାଳକଙ୍କ ସମେତ ୨ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥ ଓ୍ବେୟପୁର ନିକଟରେ ସିରିଜ୍ ଦୁର୍ଘଟଣା ହୋଇଛି । ୨ଟି ବସ୍, ୨ଟି ଟ୍ରକ୍ ଓ ଏକ କାର୍ ଉଭୟଙ୍କ ମଧ୍ୟରେ ଧକ୍କା ହୋଇଥିଲା । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ । ୫ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛନ୍ତି । ପୁଲିସ ଏକ ମାମଲା ରୁଜୁ କରି ମୃତକଙ୍କ ପରିଚୟ ଖୋଜୁଛି।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

03 Jan 2023 By The Sakala

ତାମିଲନାଡୁ କୁଡ୍ଡାଲୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

ଚେନ୍ନାଇ: ତାମିଲନାଡୁ କୁଡ୍ଡାଲୋର ଜିଲ୍ଲାର ଟ୍ରିଚି-ଚେନ୍ନାଇ NHରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏହୁ ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ଗାଡ଼ି ଚାଳକଙ୍କ ସମେତ ୨ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି ।

ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥ ଓ୍ବେୟପୁର ନିକଟରେ ସିରିଜ୍ ଦୁର୍ଘଟଣା ହୋଇଛି । ୨ଟି ବସ୍, ୨ଟି ଟ୍ରକ୍ ଓ ଏକ କାର୍ ଉଭୟଙ୍କ ମଧ୍ୟରେ ଧକ୍କା ହୋଇଥିଲା । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ । ୫ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛନ୍ତି । ପୁଲିସ ଏକ ମାମଲା ରୁଜୁ କରି ମୃତକଙ୍କ ପରିଚୟ ଖୋଜୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର