ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ଭିସ୍ତାରା ବିମାନରେ ଯାନ୍ତ୍ରିକ ତ୍ରୁଟି, ଉଡ଼ାଣ ଭରିବାର କିଛି ସମୟ ପରେ ଦିଲ୍ଲୀରେ କଲା ଜରୁରୀ ଅବତରଣ

The Sakala Picture
Published On

ନୂଆଦିଲ୍ଲୀ: ମଝି ଆକାଶରେ ବିମାନରେ ତ୍ରୁଟି । ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ଭିସ୍ତାରା ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜାଣିବା ପରେ ଦିଲ୍ଲୀରେ ଜରୁରୀ ଅବତରଣ କରିଥିବା ନେଇ ସୂଚନା ମିଳିଛି । ହାଇଡ୍ରୋଲିକ୍ ସିଷ୍ଟମ ଫେଲ୍ ହେବା କାରଣରୁ ଉଡାଣ ଭରିବାର କିଛି ସମୟ ପରେ ବିମାନଟି ବିମାନ ବନ୍ଦରକୁ ଫେରି ଆସିଥିବା ଜଣାପଡିଛି । ସୂଚନା ଅନୁସାରେ ଦିଲ୍ଲୀରୁ ଭୁବନେଶ୍ବର ଆସୁଥିବା ଭିସ୍ତାରା ଏୟାରଲାଇନ୍ସର ଏ୩୨୦ ବିମାନରେ ସଂଧ୍ୟା ୭ଟା ୫୩ ମିନିଟରେ କେତେକ […]

ନୂଆଦିଲ୍ଲୀ: ମଝି ଆକାଶରେ ବିମାନରେ ତ୍ରୁଟି । ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ଭିସ୍ତାରା ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜାଣିବା ପରେ ଦିଲ୍ଲୀରେ ଜରୁରୀ ଅବତରଣ କରିଥିବା ନେଇ ସୂଚନା ମିଳିଛି । ହାଇଡ୍ରୋଲିକ୍ ସିଷ୍ଟମ ଫେଲ୍ ହେବା କାରଣରୁ ଉଡାଣ ଭରିବାର କିଛି ସମୟ ପରେ ବିମାନଟି ବିମାନ ବନ୍ଦରକୁ ଫେରି ଆସିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ବିରଳ ରୋଗରେ ପୀଡ଼ିତ ଶିଶୁକନ୍ୟା ପାଇଁ ଦେବଦୂତ ସାଜିଲେ ହେମନ୍ତ ସରକାର, ମଞ୍ଜୁର କଲେ ୧୫ କୋଟି ଟଙ୍କା

ସୂଚନା ଅନୁସାରେ ଦିଲ୍ଲୀରୁ ଭୁବନେଶ୍ବର ଆସୁଥିବା ଭିସ୍ତାରା ଏୟାରଲାଇନ୍ସର ଏ୩୨୦ ବିମାନରେ ସଂଧ୍ୟା ୭ଟା ୫୩ ମିନିଟରେ କେତେକ ତ୍ରୁଟି ଦେଖାଦେଇଥିଲା । ବିମାନର ହାଇଡ୍ରୋଲିକ୍ ସିଷ୍ଟମରେ ତ୍ରୁଟି ଦେଖାଯିବାରୁ ତାହାକୁ ୮ଟା ୧୯ ମିନିଟରେ ଜରୁରୀକାଳୀନ ଅବତରଣ କରାଯାଇଥିଲା । ଏହି ଘଟଣାରେ ସବୁ ଯାତ୍ରୀ ସୁରକ୍ଷିତ ଥିବା ଜଣାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରାଣଘାତୀ ଆକ୍ରମଣରେ ଗୁରୁତର ଇରାନର ସୁପ୍ରିମ୍ ଲିଡର୍ ମୋଜତାବା ଖାମେନେଇ: ଗୋଡ଼ର ୩ ଥର ଅସ୍ତ୍ରୋପଚାର, ଜଳିଯାଇଛି ମୁହଁ

09 Jan 2023 By The Sakala

ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ଭିସ୍ତାରା ବିମାନରେ ଯାନ୍ତ୍ରିକ ତ୍ରୁଟି, ଉଡ଼ାଣ ଭରିବାର କିଛି ସମୟ ପରେ ଦିଲ୍ଲୀରେ କଲା ଜରୁରୀ ଅବତରଣ

ନୂଆଦିଲ୍ଲୀ: ମଝି ଆକାଶରେ ବିମାନରେ ତ୍ରୁଟି । ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ଭିସ୍ତାରା ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜାଣିବା ପରେ ଦିଲ୍ଲୀରେ ଜରୁରୀ ଅବତରଣ କରିଥିବା ନେଇ ସୂଚନା ମିଳିଛି । ହାଇଡ୍ରୋଲିକ୍ ସିଷ୍ଟମ ଫେଲ୍ ହେବା କାରଣରୁ ଉଡାଣ ଭରିବାର କିଛି ସମୟ ପରେ ବିମାନଟି ବିମାନ ବନ୍ଦରକୁ ଫେରି ଆସିଥିବା ଜଣାପଡିଛି ।

ସୂଚନା ଅନୁସାରେ ଦିଲ୍ଲୀରୁ ଭୁବନେଶ୍ବର ଆସୁଥିବା ଭିସ୍ତାରା ଏୟାରଲାଇନ୍ସର ଏ୩୨୦ ବିମାନରେ ସଂଧ୍ୟା ୭ଟା ୫୩ ମିନିଟରେ କେତେକ ତ୍ରୁଟି ଦେଖାଦେଇଥିଲା । ବିମାନର ହାଇଡ୍ରୋଲିକ୍ ସିଷ୍ଟମରେ ତ୍ରୁଟି ଦେଖାଯିବାରୁ ତାହାକୁ ୮ଟା ୧୯ ମିନିଟରେ ଜରୁରୀକାଳୀନ ଅବତରଣ କରାଯାଇଥିଲା । ଏହି ଘଟଣାରେ ସବୁ ଯାତ୍ରୀ ସୁରକ୍ଷିତ ଥିବା ଜଣାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର