ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା; ରିକ୍ଟର ସ୍କେଲରେ ତୀବ୍ରତା ୭.୭, ସୁନାମୀ ସତର୍କତା

The Sakala Picture
Published On

ନୂଆଦିଲ୍ଲୀ: ଭୟଙ୍କର ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ବିଳମ୍ବିତ ରାତିରେ ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା। ଭୂକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୭.୭ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି । ରିପୋର୍ଟ ମୁତାବକ, ସୋମବାର ବିଳମ୍ବିତ ରାତିରେ ଭୂମିକମ୍ପ ଝଟକା ଲାଗିଛି । ସ୍ଥାନୀୟ ସମୟର ରାତି ପ୍ରାୟ ୨.୪୭ମିନିଟରେ ଥରି ଉଠିଲା ଇଣ୍ଡୋନେସିଆର ତୁଆଲ କ୍ଷେତ୍ର । ଭୂମିକମ୍ପର କେନ୍ଦ୍ରସ୍ଥଳୀ ଭୂପୃଷ୍ଠରୁ ୩୪୨କିଲୋମିଟର ଗଭୀରତାରେ ରହିଛି । […]

ନୂଆଦିଲ୍ଲୀ: ଭୟଙ୍କର ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ବିଳମ୍ବିତ ରାତିରେ ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା। ଭୂକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୭.୭ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

ରିପୋର୍ଟ ମୁତାବକ, ସୋମବାର ବିଳମ୍ବିତ ରାତିରେ ଭୂମିକମ୍ପ ଝଟକା ଲାଗିଛି । ସ୍ଥାନୀୟ ସମୟର ରାତି ପ୍ରାୟ ୨.୪୭ମିନିଟରେ ଥରି ଉଠିଲା ଇଣ୍ଡୋନେସିଆର ତୁଆଲ କ୍ଷେତ୍ର । ଭୂମିକମ୍ପର କେନ୍ଦ୍ରସ୍ଥଳୀ ଭୂପୃଷ୍ଠରୁ ୩୪୨କିଲୋମିଟର ଗଭୀରତାରେ ରହିଛି । ୟୁରୋପୀୟ ସିସମୋଲୋଜି ସେଣ୍ଟର ଅନୁଯାୟୀ, ଭୂମିକମ୍ପ ଝଟକା ଇଣ୍ଡୋନେସିଆ ଠାରୁ ୨୦୦୦କିଲୋମିଟର ଦୂର ଅଷ୍ଟ୍ରେଲିଆ ଏବଂ ଈଷ୍ଟ ତିମୋର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ୭.୭ ତିବ୍ରତା ଚଳିତ ବର୍ଷର ସବୁଠାରୁ ବଡ଼ ଭୂମିକମ୍ପ ବୋଲି କୁହାଯାଉଛି । ଭୂକମ୍ପ ପରେ ଭୟଭୀୟ ହୋଇ ଘର ବାହାରକୁ ଚାଲିଆସିଥିଲେ ଲୋକେ । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିପାରିନାହିଁ । ଭୂମିକମ୍ପ ପରେ ସୁନାମୀ ସତର୍କତା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ନିଷ୍ପତ୍ତି: ସିବିଆଇ ତଦନ୍ତ ପାଇଁ ମିଳିଲା ସମ୍ପୂର୍ଣ୍ଣ ଅନୁମତି

10 Jan 2023 By The Sakala

ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା; ରିକ୍ଟର ସ୍କେଲରେ ତୀବ୍ରତା ୭.୭, ସୁନାମୀ ସତର୍କତା

ନୂଆଦିଲ୍ଲୀ: ଭୟଙ୍କର ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ବିଳମ୍ବିତ ରାତିରେ ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା। ଭୂକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୭.୭ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି ।

ରିପୋର୍ଟ ମୁତାବକ, ସୋମବାର ବିଳମ୍ବିତ ରାତିରେ ଭୂମିକମ୍ପ ଝଟକା ଲାଗିଛି । ସ୍ଥାନୀୟ ସମୟର ରାତି ପ୍ରାୟ ୨.୪୭ମିନିଟରେ ଥରି ଉଠିଲା ଇଣ୍ଡୋନେସିଆର ତୁଆଲ କ୍ଷେତ୍ର । ଭୂମିକମ୍ପର କେନ୍ଦ୍ରସ୍ଥଳୀ ଭୂପୃଷ୍ଠରୁ ୩୪୨କିଲୋମିଟର ଗଭୀରତାରେ ରହିଛି । ୟୁରୋପୀୟ ସିସମୋଲୋଜି ସେଣ୍ଟର ଅନୁଯାୟୀ, ଭୂମିକମ୍ପ ଝଟକା ଇଣ୍ଡୋନେସିଆ ଠାରୁ ୨୦୦୦କିଲୋମିଟର ଦୂର ଅଷ୍ଟ୍ରେଲିଆ ଏବଂ ଈଷ୍ଟ ତିମୋର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ୭.୭ ତିବ୍ରତା ଚଳିତ ବର୍ଷର ସବୁଠାରୁ ବଡ଼ ଭୂମିକମ୍ପ ବୋଲି କୁହାଯାଉଛି । ଭୂକମ୍ପ ପରେ ଭୟଭୀୟ ହୋଇ ଘର ବାହାରକୁ ଚାଲିଆସିଥିଲେ ଲୋକେ । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିପାରିନାହିଁ । ଭୂମିକମ୍ପ ପରେ ସୁନାମୀ ସତର୍କତା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର