ଦେଶରେ ୨୪ ଘଣ୍ଟାରେ ୨,୭୬୭ କରୋନା ଆକ୍ରାନ୍ତଙ୍କ ମୃତ୍ଯୁ, ୩ ଲକ୍ଷ ୪୯ହଜାର ୬୯୧ ପଜିଟିଭ୍ ଚିହ୍ନଟ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୪୯ ହଜାର ୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୬୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୪୯ ହଜାର ୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୬୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨,୧୭, ୧୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୪୦ ଲକ୍ଷ ୮୫  ହଜାର ୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୬ ଲକ୍ଷ ୮୨ ହଜାର ୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

25 Apr 2021 By The Sakala

ଦେଶରେ ୨୪ ଘଣ୍ଟାରେ ୨,୭୬୭ କରୋନା ଆକ୍ରାନ୍ତଙ୍କ ମୃତ୍ଯୁ, ୩ ଲକ୍ଷ ୪୯ହଜାର ୬୯୧ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୪୯ ହଜାର ୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୬୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨,୧୭, ୧୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୪୦ ଲକ୍ଷ ୮୫  ହଜାର ୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୬ ଲକ୍ଷ ୮୨ ହଜାର ୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/corona-update-india-25-april/article-1802
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର