ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ହସ୍ପିଟାଲ୍‌ରୁ ଡିସଚାର୍ଜ ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ

The Sakala Picture
Published On

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ହସ୍ପିଟାଲ୍‌ରୁ ଡିସଚାର୍ଜ ହୋଇଛନ୍ତି। ସାର୍‌ ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ବୋର୍ଡର ଚେୟାରମ୍ୟାନ ଡା. ଅଜୟ ସ୍ବରୂପ ସୂଚନା ଦେଇଛନ୍ତି। ଶ୍ୱାସକ୍ରିୟା ସମସ୍ୟା ଦେଖାଯିବା କାରଣରୁ ସୋନିଆ ଗତ ୪ ତାରିଖରେ ଦିଲ୍ଲୀର ସାର୍‌ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତାଙ୍କ ସହ ଝିଅ ପ୍ରିୟଙ୍କା ଗାନ୍ଧି ମଧ୍ୟ ହସ୍ପିଟାଲରେ ରହିଥିଲେ । ହସ୍ପିଟାଲରେ ଡାକ୍ତର ବାସୁ ଏବଂ ତାଙ୍କ ଟିମ୍‌ ସୋନିଆ ଗାନ୍ଧିଙ୍କର […]

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ହସ୍ପିଟାଲ୍‌ରୁ ଡିସଚାର୍ଜ ହୋଇଛନ୍ତି। ସାର୍‌ ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ବୋର୍ଡର ଚେୟାରମ୍ୟାନ ଡା. ଅଜୟ ସ୍ବରୂପ ସୂଚନା ଦେଇଛନ୍ତି। ଶ୍ୱାସକ୍ରିୟା ସମସ୍ୟା ଦେଖାଯିବା କାରଣରୁ ସୋନିଆ ଗତ ୪ ତାରିଖରେ ଦିଲ୍ଲୀର ସାର୍‌ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତାଙ୍କ ସହ ଝିଅ ପ୍ରିୟଙ୍କା ଗାନ୍ଧି ମଧ୍ୟ ହସ୍ପିଟାଲରେ ରହିଥିଲେ । ହସ୍ପିଟାଲରେ ଡାକ୍ତର ବାସୁ ଏବଂ ତାଙ୍କ ଟିମ୍‌ ସୋନିଆ ଗାନ୍ଧିଙ୍କର ଚିକିତ୍ସା କରୁଥିଲେ ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ନିର୍ଦ୍ଦେଶ

ଡାକ୍ତରଙ୍କ କହିବା ଅନୁଯାୟୀ, ବର୍ତ୍ତମାନ ସୋନିଆ ଗାନ୍ଧି ଧିରେ ଧିରେ ସୁସ୍ଥ ହେଉଛନ୍ତି । ଏହାପୂର୍ବରୁ ଗତ ବର୍ଷ ଜୁନ ମାସରେ ସୋନିଆ ଗାନ୍ଧୀଙ୍କୁ କୋଭିଡ ସମ୍ବନ୍ଧୀୟ ସମସ୍ୟା ହେତୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଟ୍ୱିଶା ଶର୍ମା ମୃତ୍ୟୁ ମାମଲା: ଏମ୍ସ ଭୋପାଳର ପୋଷ୍ଟମର୍ଟମ ରିପୋର୍ଟ ଉପରେ ପରିବାରର ପ୍ରଶ୍ନ, ଦ୍ୱିତୀୟ ଶବ ବ୍ୟବଚ୍ଛେଦ ପାଇଁ ଦାବି

11 Jan 2023 By The Sakala

ହସ୍ପିଟାଲ୍‌ରୁ ଡିସଚାର୍ଜ ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ହସ୍ପିଟାଲ୍‌ରୁ ଡିସଚାର୍ଜ ହୋଇଛନ୍ତି। ସାର୍‌ ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ବୋର୍ଡର ଚେୟାରମ୍ୟାନ ଡା. ଅଜୟ ସ୍ବରୂପ ସୂଚନା ଦେଇଛନ୍ତି। ଶ୍ୱାସକ୍ରିୟା ସମସ୍ୟା ଦେଖାଯିବା କାରଣରୁ ସୋନିଆ ଗତ ୪ ତାରିଖରେ ଦିଲ୍ଲୀର ସାର୍‌ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତାଙ୍କ ସହ ଝିଅ ପ୍ରିୟଙ୍କା ଗାନ୍ଧି ମଧ୍ୟ ହସ୍ପିଟାଲରେ ରହିଥିଲେ । ହସ୍ପିଟାଲରେ ଡାକ୍ତର ବାସୁ ଏବଂ ତାଙ୍କ ଟିମ୍‌ ସୋନିଆ ଗାନ୍ଧିଙ୍କର ଚିକିତ୍ସା କରୁଥିଲେ ।

ଡାକ୍ତରଙ୍କ କହିବା ଅନୁଯାୟୀ, ବର୍ତ୍ତମାନ ସୋନିଆ ଗାନ୍ଧି ଧିରେ ଧିରେ ସୁସ୍ଥ ହେଉଛନ୍ତି । ଏହାପୂର୍ବରୁ ଗତ ବର୍ଷ ଜୁନ ମାସରେ ସୋନିଆ ଗାନ୍ଧୀଙ୍କୁ କୋଭିଡ ସମ୍ବନ୍ଧୀୟ ସମସ୍ୟା ହେତୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର