ଦେଶରେ ୩ ହଜାର ମୁହାଁ ଦୈନିକ କରୋନା ମୃତ୍ଯୁ ସଂଖ୍ଯା, ୨୪ ଘଣ୍ଟାରେ ୨, ୮୧୨ ଆକ୍ରାନ୍ତଙ୍କ ମୃତ୍ଯୁ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୫୨ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୮୧୨ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ  […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୫୨ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୮୧୨ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ  ୧ କୋଟି ୪୩ ଲକ୍ଷ ୪  ହଜାର ୩୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୮ ଲକ୍ଷ ୧୩ ହଜାର ୬୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

26 Apr 2021 By The Sakala

ଦେଶରେ ୩ ହଜାର ମୁହାଁ ଦୈନିକ କରୋନା ମୃତ୍ଯୁ ସଂଖ୍ଯା, ୨୪ ଘଣ୍ଟାରେ ୨, ୮୧୨ ଆକ୍ରାନ୍ତଙ୍କ ମୃତ୍ଯୁ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୫୨ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୮୧୨ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ  ୧ କୋଟି ୪୩ ଲକ୍ଷ ୪  ହଜାର ୩୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୮ ଲକ୍ଷ ୧୩ ହଜାର ୬୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/corona-india-update-26-aprl-2021/article-1826
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର