ବଦଳିଲା ରାଷ୍ଟ୍ରପତି ଭବନରେ ଥିବା ‘ମୋଗଲ ଗାର୍ଡେନ’ର ନାମ; ଥିଲା ‘ମୋଗଲ ଗାର୍ଡେନ’ ହେଲା ‘ଅମୃତ ଉଦ୍ୟାନ’

The Sakala Picture
Published On

ନୂଆଦିଲ୍ଲୀ: ବଦଳିଲା ମୋଗଲ ଗାର୍ଡେନର ନାମ। ରାଷ୍ଟ୍ରପତି ଭବନରେ ଥିବା ମୋଗଲ ଗାର୍ଡେନର ନାଁ ଆଜି ପରିବର୍ତ୍ତନ କରାଯାଇ ଅମୃତ ଉଦ୍ୟାନ ରଖାଯାଇଛି । ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏହାର ସୌନ୍ଦର୍ଯ୍ୟ ପାଇଁ ବହୁତ ପ୍ରସିଦ୍ଧ। ଅମୃତ ମହୋତ୍ସବ ଅବସରରେ ଏହାର ନାମକୁ ପରିବର୍ତ୍ତନ କରି ଏଭଳି ରଖାଯାଇଛି । ଖୁବଶୀଘ୍ର ଏହା ଲୋକଙ୍କ ପାଇଁ ଖୋଲାଯିବ ବୋଲି ଜଣାପଡିଛି । ମୋଗଲ ଗାର୍ଡେନରେ ୧୨ ପ୍ରକାରର ଟ୍ୟୁଲିପ ଫୁଲ ରହିଛି । ଏଠାରେ ୧୩୮ […]

ନୂଆଦିଲ୍ଲୀ: ବଦଳିଲା ମୋଗଲ ଗାର୍ଡେନର ନାମ। ରାଷ୍ଟ୍ରପତି ଭବନରେ ଥିବା ମୋଗଲ ଗାର୍ଡେନର ନାଁ ଆଜି ପରିବର୍ତ୍ତନ କରାଯାଇ ଅମୃତ ଉଦ୍ୟାନ ରଖାଯାଇଛି । ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏହାର ସୌନ୍ଦର୍ଯ୍ୟ ପାଇଁ ବହୁତ ପ୍ରସିଦ୍ଧ। ଅମୃତ ମହୋତ୍ସବ ଅବସରରେ ଏହାର ନାମକୁ ପରିବର୍ତ୍ତନ କରି ଏଭଳି ରଖାଯାଇଛି । ଖୁବଶୀଘ୍ର ଏହା ଲୋକଙ୍କ ପାଇଁ ଖୋଲାଯିବ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

ମୋଗଲ ଗାର୍ଡେନରେ ୧୨ ପ୍ରକାରର ଟ୍ୟୁଲିପ ଫୁଲ ରହିଛି । ଏଠାରେ ୧୩୮ ପ୍ରକାରର ଗୋଲାପ, ୭୦ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଏହି ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡା ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ । ସେବେଠାରୁ ଏହା ପ୍ରତିବର୍ଷ ବସନ୍ତ ଋତୁରେ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଥାଏ। ୧୫ ଏକରରୁ ଅଧିକ ଜମିରେ ତିଆରି ହୋଇଥିବା ଏହି ଉଦ୍ୟାନ ବ୍ରିଟିଶ ଶାସନ କାଳରେ ନିର୍ମିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

28 Jan 2023 By The Sakala

ବଦଳିଲା ରାଷ୍ଟ୍ରପତି ଭବନରେ ଥିବା ‘ମୋଗଲ ଗାର୍ଡେନ’ର ନାମ; ଥିଲା ‘ମୋଗଲ ଗାର୍ଡେନ’ ହେଲା ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ବଦଳିଲା ମୋଗଲ ଗାର୍ଡେନର ନାମ। ରାଷ୍ଟ୍ରପତି ଭବନରେ ଥିବା ମୋଗଲ ଗାର୍ଡେନର ନାଁ ଆଜି ପରିବର୍ତ୍ତନ କରାଯାଇ ଅମୃତ ଉଦ୍ୟାନ ରଖାଯାଇଛି । ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏହାର ସୌନ୍ଦର୍ଯ୍ୟ ପାଇଁ ବହୁତ ପ୍ରସିଦ୍ଧ। ଅମୃତ ମହୋତ୍ସବ ଅବସରରେ ଏହାର ନାମକୁ ପରିବର୍ତ୍ତନ କରି ଏଭଳି ରଖାଯାଇଛି । ଖୁବଶୀଘ୍ର ଏହା ଲୋକଙ୍କ ପାଇଁ ଖୋଲାଯିବ ବୋଲି ଜଣାପଡିଛି ।

ମୋଗଲ ଗାର୍ଡେନରେ ୧୨ ପ୍ରକାରର ଟ୍ୟୁଲିପ ଫୁଲ ରହିଛି । ଏଠାରେ ୧୩୮ ପ୍ରକାରର ଗୋଲାପ, ୭୦ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଏହି ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡା ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ । ସେବେଠାରୁ ଏହା ପ୍ରତିବର୍ଷ ବସନ୍ତ ଋତୁରେ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଥାଏ। ୧୫ ଏକରରୁ ଅଧିକ ଜମିରେ ତିଆରି ହୋଇଥିବା ଏହି ଉଦ୍ୟାନ ବ୍ରିଟିଶ ଶାସନ କାଳରେ ନିର୍ମିତ ହୋଇଥିଲା।

https://www.thesakala.in/national-international/mughal-garden-at-rashtrapati-bhavan-will-now-be-known-as-amrit-udyan/article-18490
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର