ଉତ୍ତରପଶ୍ଚିମ ଇରାନ୍‌ରେ ଭୂମିକମ୍ପ: ୭ ମୃତ, ୪୦୦ରୁ ଅଧିକ ଆହତ

The Sakala Picture
Published On

ନୂଆଦିଲ୍ଲୀ: ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ଥିବା ରେକର୍ଡ ହୋଇଛି। ଏହ ଭୂକମ୍ପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୪୦ରୁ ଅଧିକ ଆହତ ହୋଇଛନ୍ତି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳରେ କିଛି ସ୍ଥାନରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ସେହିପରି ଖୋୟେ ବ୍ୟତୀତ ଆଖପାଖ ଅଞ୍ଚଳରେ କିଛି […]

ନୂଆଦିଲ୍ଲୀ: ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ଥିବା ରେକର୍ଡ ହୋଇଛି। ଏହ ଭୂକମ୍ପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୪୦ରୁ ଅଧିକ ଆହତ ହୋଇଛନ୍ତି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳରେ କିଛି ସ୍ଥାନରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ସେହିପରି ଖୋୟେ ବ୍ୟତୀତ ଆଖପାଖ ଅଞ୍ଚଳରେ କିଛି ସହରରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ଖୋୟେ ସହରରେ ଥିବା କିଛି ବଡ଼ ବଡ଼ ଘର ଭୁଶୁଡି ପଡିଛି । ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇ ରହିଥିହା ଅନୁମାନ କରାଯାଇଛି । ପ୍ରଶାସନ ପକ୍ଷରୁ ଲୋକଙ୍କୁ ଉଦ୍ଧାର କାର୍ଯ୍ଯ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ଓ ତାମିଲନାଡୁରେ ମତଦାନ ଜାରି, ହିଂସା ଓ ଇଭିଏମ୍ ତ୍ରୁଟି ଯୋଗୁଁ କିଛି ସ୍ଥାନରେ ଭୋଟିଂ ବାଧାପ୍ରାପ୍ତ

29 Jan 2023 By The Sakala

ଉତ୍ତରପଶ୍ଚିମ ଇରାନ୍‌ରେ ଭୂମିକମ୍ପ: ୭ ମୃତ, ୪୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ଥିବା ରେକର୍ଡ ହୋଇଛି। ଏହ ଭୂକମ୍ପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୪୦ରୁ ଅଧିକ ଆହତ ହୋଇଛନ୍ତି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି।

ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳରେ କିଛି ସ୍ଥାନରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ସେହିପରି ଖୋୟେ ବ୍ୟତୀତ ଆଖପାଖ ଅଞ୍ଚଳରେ କିଛି ସହରରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ଖୋୟେ ସହରରେ ଥିବା କିଛି ବଡ଼ ବଡ଼ ଘର ଭୁଶୁଡି ପଡିଛି । ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇ ରହିଥିହା ଅନୁମାନ କରାଯାଇଛି । ପ୍ରଶାସନ ପକ୍ଷରୁ ଲୋକଙ୍କୁ ଉଦ୍ଧାର କାର୍ଯ୍ଯ ଜାରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର