ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁସାରଫଙ୍କ ପରଲୋକ; ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ

The Sakala Picture
Published On

ଦୁବାଇ: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁସାରଫଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନର ଅସୁସ୍ଥତା ପରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ମୁସାରଫ । ଏନେଇ ପାକିସ୍ତାନ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି । ଦୁବାଇର ଆମେରିକାନ୍‌ ହସ୍ପିଟାଲରେ ମୁସାରଫ ଆଖି ବୁଜିଛନ୍ତି । ତେବେ ଅନେକ ଦିନ ଧରି ବିଭିନ୍ନ ଶରୀରିକ ସମସ୍ୟା […]

ଦୁବାଇ: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁସାରଫଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନର ଅସୁସ୍ଥତା ପରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ମୁସାରଫ । ଏନେଇ ପାକିସ୍ତାନ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି । ଦୁବାଇର ଆମେରିକାନ୍‌ ହସ୍ପିଟାଲରେ ମୁସାରଫ ଆଖି ବୁଜିଛନ୍ତି ।

ଆହୁରି ପଢ଼ନ୍ତୁ: ମାଡିଆସୁଛି 'ସୁପର ଏଲ୍ ନିନୋ': ଜଳବାୟୁ, ଖାଦ୍ୟ ଦର ଏବଂ ପର୍ଯ୍ୟଟନ ଉପରେ କ'ଣ ରହିବ ପ୍ରଭାବ?

ତେବେ ଅନେକ ଦିନ ଧରି ବିଭିନ୍ନ ଶରୀରିକ ସମସ୍ୟା ଯୋଗୁଁ ଚିକିତ୍ସାଧିନ ଥିଲେ । ବିଶେଷ କରି ‘ଅମାଇଲାଇଡୋସିସ’ ନାମକ ବିରଳ ରୋଗରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଥିବା ପାକିସ୍ତାନ ଗଣମାଧ୍ୟମରେ ଖବର ପ୍ରସାର ହୋଇଛି ।

ଆହୁରି ପଢ଼ନ୍ତୁ: ଜାତିସଂଘରେ ପାକିସ୍ତାନକୁ ଭାରତର କଡ଼ା ଜବାବ: 'ଫିତନା ଅଲ-ହିନ୍ଦୁସ୍ତାନ' ନାମକରଣକୁ କହିଲା 'ସଂଗଠିତ ଘୃଣାର କାରଖାନା'

ପରଭେଜ୍ ମୁଶାରଫ୍‌ ୨୦୦୧ରୁ ୨୦୦୮ ମସିହା ପର୍ଯ୍ୟନ୍ତ ପାକିସ୍ତାନର ରାଷ୍ଟ୍ରପତି ଥିଲେ । ଏହା ପୂର୍ବରୁ ସେ ପାକିସ୍ତାନୀ ସେନାର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ । ୧୯୯୯ ଭାରତ-ପାକିସ୍ତାନ କାର୍ଗିଲ ଯୁଦ୍ଧ ପାଇଁ ମୁଶାରଫ୍‌ଙ୍କୁ ଦାୟୀ କରାଯାଇଥିଲା । ୧୯୬୫ ମସିହାରେ ଭାରତ-ପାକ୍ ଯୁଦ୍ଧ ଲଢିଲେ ମୁଶାରଫ୍ । ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: 'ମିଡିଲ୍ ଇଷ୍ଟର ଗୁଣ୍ଡା ଶେଷ' ବୋଲି କହିଲେ ଟ୍ରମ୍ପ, ଇରାନର ପଲଟାବାର

05 Feb 2023 By The Sakala

ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁସାରଫଙ୍କ ପରଲୋକ; ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ

ଦୁବାଇ: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁସାରଫଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନର ଅସୁସ୍ଥତା ପରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ମୁସାରଫ । ଏନେଇ ପାକିସ୍ତାନ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି । ଦୁବାଇର ଆମେରିକାନ୍‌ ହସ୍ପିଟାଲରେ ମୁସାରଫ ଆଖି ବୁଜିଛନ୍ତି ।

ତେବେ ଅନେକ ଦିନ ଧରି ବିଭିନ୍ନ ଶରୀରିକ ସମସ୍ୟା ଯୋଗୁଁ ଚିକିତ୍ସାଧିନ ଥିଲେ । ବିଶେଷ କରି ‘ଅମାଇଲାଇଡୋସିସ’ ନାମକ ବିରଳ ରୋଗରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଥିବା ପାକିସ୍ତାନ ଗଣମାଧ୍ୟମରେ ଖବର ପ୍ରସାର ହୋଇଛି ।

ପରଭେଜ୍ ମୁଶାରଫ୍‌ ୨୦୦୧ରୁ ୨୦୦୮ ମସିହା ପର୍ଯ୍ୟନ୍ତ ପାକିସ୍ତାନର ରାଷ୍ଟ୍ରପତି ଥିଲେ । ଏହା ପୂର୍ବରୁ ସେ ପାକିସ୍ତାନୀ ସେନାର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ । ୧୯୯୯ ଭାରତ-ପାକିସ୍ତାନ କାର୍ଗିଲ ଯୁଦ୍ଧ ପାଇଁ ମୁଶାରଫ୍‌ଙ୍କୁ ଦାୟୀ କରାଯାଇଥିଲା । ୧୯୬୫ ମସିହାରେ ଭାରତ-ପାକ୍ ଯୁଦ୍ଧ ଲଢିଲେ ମୁଶାରଫ୍ । ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର