୨ ବର୍ଷ ପରେ ସକ୍ରିୟ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ଫେସବୁକ ଓ ଇନଷ୍ଟାଗ୍ରାମ ଆକାଉଣ୍ଟ

The Sakala Picture
Published On

ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉଭୟ ଫେସବୁକ ଓ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟକୁ ରିଷ୍ଟୋର୍‌ କରିଛି ମେଟା । ବ୍ୟାନ୍‌ ହେବାର ପ୍ରାୟ ୨ ବର୍ଷ ପରେ ଟ୍ରମ୍ପଙ୍କ ଫେସବୁକ୍‌ ଓ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟ୍‌ ରିଷ୍ଟୋର୍‌ ହୋଇଛି ବୋଲି ମେଟା ପକ୍ଷରୁ ଘୋଷଣା ହୋଇଛି। ୨୦୨୧ ମସିହା ଜାନୁଆରୀ ମାସରେ ଆମେରିକାରେ ହୋଇଥିବା କ୍ୟାପିଟଲ୍‌ ହିଲ୍‌ ଦଙ୍ଗା ପରେ ଟ୍ରମ୍ପଙ୍କ ସୋସିଆଲ୍‌ ମିଡିଆ ଆକାଉଣ୍ଟକୁ ୨ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା। ରିଷ୍ଟୋର କରିବା […]

ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉଭୟ ଫେସବୁକ ଓ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟକୁ ରିଷ୍ଟୋର୍‌ କରିଛି ମେଟା । ବ୍ୟାନ୍‌ ହେବାର ପ୍ରାୟ ୨ ବର୍ଷ ପରେ ଟ୍ରମ୍ପଙ୍କ ଫେସବୁକ୍‌ ଓ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟ୍‌ ରିଷ୍ଟୋର୍‌ ହୋଇଛି ବୋଲି ମେଟା ପକ୍ଷରୁ ଘୋଷଣା ହୋଇଛି।

ଆହୁରି ପଢ଼ନ୍ତୁ: ମାସିକ ୧୫ ହଜାର ଟଙ୍କା ରୋଜଗାର କରୁଥିବା ଦରଜୀଙ୍କୁ ୯୭୫ କୋଟି ଟଙ୍କାର ଆୟକର ନୋଟିସ୍, ଉଡ଼ିଗଲା ହୋସ୍

୨୦୨୧ ମସିହା ଜାନୁଆରୀ ମାସରେ ଆମେରିକାରେ ହୋଇଥିବା କ୍ୟାପିଟଲ୍‌ ହିଲ୍‌ ଦଙ୍ଗା ପରେ ଟ୍ରମ୍ପଙ୍କ ସୋସିଆଲ୍‌ ମିଡିଆ ଆକାଉଣ୍ଟକୁ ୨ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା। ରିଷ୍ଟୋର କରିବା ସହ ସର୍ତ୍ତ ରଖିଛି ମେଟା । ଟ୍ରମ୍ପ୍‌ ପୁଣି ଥରେ ସୋସିଆଲ୍‌ ମିଡିଆ ନୀତି ବିରୋଧୀ କାର୍ଯ୍ଯ କଲେ ତାଙ୍କ ବିରୋଧରେ ଜରିମାନା ଲାଗୁ କରାଯିବ ବୋଲି ମେଟା ସୂଚାଇ ଦେଇଛି । ଟ୍ରମ୍ପଙ୍କ ଇନଷ୍ଟାଗ୍ରାମରେ ୨୩ ମିଲିୟନ୍‌ ଫଲୋର୍ସ ଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକା ଓ କାନାଡ଼ା ମଧ୍ୟରେ ବାଣିଜ୍ୟ ଆଲୋଚନା ବିଫଳ: କାନାଡ଼ା ସାମଗ୍ରୀ ଉପରେ ୫୦% ଶୁଳ୍କ ଲଗାଇଲା ଆମେରିକା, କଡ଼ା ଜବାବ ଦେବେ ମାର୍କ କାର୍ନେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର