ଭୟଙ୍କର ଭୁକମ୍ପରେ ଥରିଲା ନ୍ୟୁଜିଲାଣ୍ଡ; ରିକ୍ଟର ସ୍କେଲରେ ତୀବ୍ରତା ୬.୯

The Sakala Picture
Published On

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡ । ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂମିକମ୍ପ ପରେ ଏବେ ନ୍ୟୁଜିଲାଣ୍ଡ ମଧ୍ୟ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଶନିବାର ଦିନ ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ୱୀପପୁଞ୍ଜରେ ୬.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣର ସୂଚନା ଅନୁସାରେ ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ୱୀପପୁଞ୍ଜରେ ଶନିବାର ୬.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । USGS କହିଛି ଯେ ଭୂକମ୍ପ କେନ୍ଦ୍ର ୧୫୨ କିଲୋମିଟର (୯୪ ମାଇଲ) ଗଭୀରରେ […]

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡ । ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂମିକମ୍ପ ପରେ ଏବେ ନ୍ୟୁଜିଲାଣ୍ଡ ମଧ୍ୟ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଶନିବାର ଦିନ ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ୱୀପପୁଞ୍ଜରେ ୬.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣର ସୂଚନା ଅନୁସାରେ ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ୱୀପପୁଞ୍ଜରେ ଶନିବାର ୬.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । USGS କହିଛି ଯେ ଭୂକମ୍ପ କେନ୍ଦ୍ର ୧୫୨ କିଲୋମିଟର (୯୪ ମାଇଲ) ଗଭୀରରେ ଥିଲା । ତେବେ ଭୂକମ୍ପରେ ଏଯାଏଁ କୌଣସି କ୍ଷୟକ୍ଷତି ସୂଚନା ହୋଇଥିବା ହସ୍ତଗତ ହୋଇନି । ଆମେରିକାର ସୁନାମି ୱାର୍ଣ୍ଣିଂ ସିଷ୍ଟମ ପକ୍ଷରୁ କୁହାଯାଇଛି ଯେ ଭୂକମ୍ପ ପରେ କୌଣସି ସୁନାମି ସତର୍କ ସୂଚନା ଜାରି କରାଯାଇନାହିଁ ।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର