ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡର କେର୍ମାଡେକ୍‌, ରିକ୍ଟର ସ୍କେଲରେ ତୀବ୍ରତା ୭.୧ ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଝଟକାରେ କେର୍ମାଡେକ୍‌ ଦ୍ବୀପ ଥରି ଉଠିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ୟୁଏସ୍ ଭୂତତ୍ବ ସର୍ବେକ୍ଷଣ ସଂସ୍ଥା ବିଭାଗ ଅନୁଯାୟୀ, ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର କେର୍ମାଡେକ୍‌ ଦ୍ବୀପ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର ତିବ୍ରତା ୭.୧ ରହିଥିବା ବେଳେ କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି । ଏହି ଶକ୍ତିଶାଳୀ ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି […]

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଝଟକାରେ କେର୍ମାଡେକ୍‌ ଦ୍ବୀପ ଥରି ଉଠିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ପ୍ରତିଷ୍ଠାତା ଲଳିତ ମୋଦୀଙ୍କ ୮ଟି ବଡ଼ ଖୁଲାସା: ଦାଉଦ ଇବ୍ରାହିମ, ପିଏମ ମୋଦୀ ଏବଂ ପୁଅର ଅପହରଣକୁ ନେଇ କହିଲେ ବଡ଼ କଥା

ୟୁଏସ୍ ଭୂତତ୍ବ ସର୍ବେକ୍ଷଣ ସଂସ୍ଥା ବିଭାଗ ଅନୁଯାୟୀ, ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର କେର୍ମାଡେକ୍‌ ଦ୍ବୀପ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର ତିବ୍ରତା ୭.୧ ରହିଥିବା ବେଳେ କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି । ଏହି ଶକ୍ତିଶାଳୀ ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା କରାଯାଉଛି । ତେବେ କ୍ଷୟକ୍ଷତିର ଏ ପର୍ଯ୍ଯନ୍ତ ମିଳିପାରି ନାହିଁ।  ଭୂମିକମ୍ପ ଅନୁଭୂତ ପରେ ସ୍ଥାନୀୟ ଅଞ୍ଚଳରେ ସୁନାମୀ ସତର୍କତା ଜାରି କରାଯାଇଛି । କେରମାଡେକ୍ ଦ୍ବୀପର ୩୦୦ କିଲୋମିଟର ପରିସୀମା ମଧ୍ୟରେ ସୁନାମୀ ଆଲର୍ଟ ଜାରି କରିଛି ସ୍ଥାନୀୟ ପ୍ରଶାସନ ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

16 Mar 2023 By The Sakala

ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡର କେର୍ମାଡେକ୍‌, ରିକ୍ଟର ସ୍କେଲରେ ତୀବ୍ରତା ୭.୧ ରେକର୍ଡ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଝଟକାରେ କେର୍ମାଡେକ୍‌ ଦ୍ବୀପ ଥରି ଉଠିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି ।

ୟୁଏସ୍ ଭୂତତ୍ବ ସର୍ବେକ୍ଷଣ ସଂସ୍ଥା ବିଭାଗ ଅନୁଯାୟୀ, ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର କେର୍ମାଡେକ୍‌ ଦ୍ବୀପ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର ତିବ୍ରତା ୭.୧ ରହିଥିବା ବେଳେ କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି । ଏହି ଶକ୍ତିଶାଳୀ ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା କରାଯାଉଛି । ତେବେ କ୍ଷୟକ୍ଷତିର ଏ ପର୍ଯ୍ଯନ୍ତ ମିଳିପାରି ନାହିଁ।  ଭୂମିକମ୍ପ ଅନୁଭୂତ ପରେ ସ୍ଥାନୀୟ ଅଞ୍ଚଳରେ ସୁନାମୀ ସତର୍କତା ଜାରି କରାଯାଇଛି । କେରମାଡେକ୍ ଦ୍ବୀପର ୩୦୦ କିଲୋମିଟର ପରିସୀମା ମଧ୍ୟରେ ସୁନାମୀ ଆଲର୍ଟ ଜାରି କରିଛି ସ୍ଥାନୀୟ ପ୍ରଶାସନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର