ୟୁକ୍ରେନରେ ପହଞ୍ଚି ମାରିଓପଲ ବାସିନ୍ଦାଙ୍କୁ ଭେଟିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

The Sakala Picture
Published On

କିଭ୍: ରୁଷ ଏବଂ ୟୁକ୍ରେନ ଭିତରେ ଯୁଦ୍ଧ ଲାଗି ରହିଥିବା ବେଳେ ୟୁକ୍ରେନ ଗସ୍ତ କରିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ରୁଷ କବଜା କରିସାରିଥିବା ୟୁକ୍ରେନର ମାରିଓପଲରେ ପୁଟିନ ପହଞ୍ଚିଥିବା ଜଣାପଡିଛି । ଅର୍ନ୍ତଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ହେଲିକପ୍ଟରେ ୟୁକ୍ରେନର କ୍ରିମୟାରେ ପହଞ୍ଚିବାପରେ ସେଠାରୁ ନିଜେ କାର ଚଳାଇ ମାରିଓପଲରେ ପୁଟିନ ପହଞ୍ଚିଛନ୍ତି । ମାରିଓପଲ ସମୁଦ୍ର ପରିଦର୍ଶନ ମଧ୍ୟ ପୁଟିନ କରିଥିବା ରୁଷ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଏଠାକାର ବାସିନ୍ଦାଙ୍କୁ […]

କିଭ୍: ରୁଷ ଏବଂ ୟୁକ୍ରେନ ଭିତରେ ଯୁଦ୍ଧ ଲାଗି ରହିଥିବା ବେଳେ ୟୁକ୍ରେନ ଗସ୍ତ କରିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ରୁଷ କବଜା କରିସାରିଥିବା ୟୁକ୍ରେନର ମାରିଓପଲରେ ପୁଟିନ ପହଞ୍ଚିଥିବା ଜଣାପଡିଛି । ଅର୍ନ୍ତଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ହେଲିକପ୍ଟରେ ୟୁକ୍ରେନର କ୍ରିମୟାରେ ପହଞ୍ଚିବାପରେ ସେଠାରୁ ନିଜେ କାର ଚଳାଇ ମାରିଓପଲରେ ପୁଟିନ ପହଞ୍ଚିଛନ୍ତି । ମାରିଓପଲ ସମୁଦ୍ର ପରିଦର୍ଶନ ମଧ୍ୟ ପୁଟିନ କରିଥିବା ରୁଷ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଏଠାକାର ବାସିନ୍ଦାଙ୍କୁ ଭେଟି ସେମାନଙ୍କ ହାଲଚାଲ ପଚାରିବୁଝିଛନ୍ତି । ମାରିଓପଲରେ ମୃତୟନ ରୁଷ ସେନାର ଶୀର୍ଷ ସେନାଧିକାରଙ୍କୁ ଭେଟିଛନ୍ତି । ଚିଫ ଅଫ ଜେନରାଲ ଷ୍ଟାପ ବାଲେରୀ ଗେରାସିମୋବଙ୍କୁ ଭେଟି ଯୁଦ୍ଧ ସ୍ଥିତି ବିଷୟରେ ଆଲୋଚନା କରିଛନ୍ତି ପୁଟିନ । ୨୦୨୨ ମସିହାରେ ମେ ମାସରୁ ମାରିୟୁପୋଲକୁ କବଜା କରିଥିିଲା ରୁଷ ସେନା ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ଖବର ଅନୁଯାୟୀ,  ରୁଷ ଏବଂ ୟୁକ୍ରେନ ଯୁଦ୍ଧକୁ ବର୍ଷେ ପୂରି ସାରିଛି।  ଠିକ ବର୍ଷେ ପୂରଣ ହେବାକୁ ଥିବା ଦିନକୁ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେ ୟୁକ୍ରେନ ଗସ୍ତରେ ପହଞ୍ଚିଥିଲେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

 

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର