କେମିକାଲ କାରଖାନାରେ ବିସ୍ଫୋରଣ, ଭୂକମ୍ପ ଭାବି ଘରୁ ବାହାରି ଆସିଲେ ସ୍ଥାନୀୟଲୋକେ

The Sakala Picture
Published On

ଗୁଜୁରାଟ: ଗୁଜୁରାଟର ଭରୁଚ ଜିଲ୍ଲାରେ ସୋମବାର ବିଳମ୍ବିତ ରାତ୍ରରେ ଏକ କେମିକାଲ କାରଖାନାରେ ବଡ ଧରଣର ବିସ୍ଫୋରଣ ଘଟିଛି। ଝାଗାଡିଆ ସ୍ଥିତ କେମିକାଲ କମ୍ପାନୀରେ ୟୁପିଏଲ ପ୍ଲାଣ୍ଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି।  ଏହି ବିସ୍ଫୋରଣରେ ୨୪ ଜଣ କର୍ମଚାରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି। ବିସ୍ଫୋରଣ ମାତ୍ରା ଏତୋ ଥିଲା ଯେ ଏହାର ଶବ୍ଦ ୧୫ କିଲୋମିଟର ପର୍ଯ୍ୟନ୍ତ ଶୁଣାଯାଇଥିଲା। ଏଥି ସହିତ […]

ଗୁଜୁରାଟ: ଗୁଜୁରାଟର ଭରୁଚ ଜିଲ୍ଲାରେ ସୋମବାର ବିଳମ୍ବିତ ରାତ୍ରରେ ଏକ କେମିକାଲ କାରଖାନାରେ ବଡ ଧରଣର ବିସ୍ଫୋରଣ ଘଟିଛି। ଝାଗାଡିଆ ସ୍ଥିତ କେମିକାଲ କମ୍ପାନୀରେ ୟୁପିଏଲ ପ୍ଲାଣ୍ଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି।  ଏହି ବିସ୍ଫୋରଣରେ ୨୪ ଜଣ କର୍ମଚାରୀ ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି। ବିସ୍ଫୋରଣ ମାତ୍ରା ଏତୋ ଥିଲା ଯେ ଏହାର ଶବ୍ଦ ୧୫ କିଲୋମିଟର ପର୍ଯ୍ୟନ୍ତ ଶୁଣାଯାଇଥିଲା। ଏଥି ସହିତ ବିସ୍ଫୋରଣ ହେତୁ ଆଖପାଖ ଗାଁରେ ରହୁଥିବା ଲୋକମାନେ ଭୂକମ୍ପ ଭଳି ଅନୁଭବ କରିଥିଲେ। ଏହି କାରଣରୁ କିଛି ଲୋକ ନିଜ ଘରୁ ବାହାରି ଆସିଥିଲେ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ୟୁପିଏଲ କମ୍ପାନୀରେ ବିସ୍ଫୋରଣ ହେବା ପରେ ୨୪ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ଭରୁଚ ଓ ବଦୋଦରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ବିସ୍ଫୋରଣର କାରଣ ଏବେସୁଦ୍ଧା ସ୍ପଷ୍ଟ ହୋଇନାହିଁ । କିନ୍ତୁ ଦମକଳ ବାହିନୀ ନିଆଁକୁ ଆୟତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର