ଦେଶରେ ଗତ ୨୪ ଘଣ୍ଟାରେ ୩ ହଜାର ଟପିଲା ସଂକ୍ରମଣ, ସକ୍ରିୟ ମାମଲା ୧୫ ହଜାର

The Sakala Picture
Published On

ନୂଆଦିଲ୍ଲୀ : ଦେଶରେ  ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୦୧୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨,୧୫୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୩ ହଜାର ଟପିଛି। ଏହା ୧୩ ହଜାର ୫୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ […]

ନୂଆଦିଲ୍ଲୀ : ଦେଶରେ  ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୦୧୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨,୧୫୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୩ ହଜାର ଟପିଛି। ଏହା ୧୩ ହଜାର ୫୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୯୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୧,୩୯୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୨୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୬୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୧୨ ହଜାର ୬୯୨ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୮ ହଜାର ୩୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର