ଦିଲ୍ଲୀରେ ଆଉ ସପ୍ତାହେ ବଢିଲା ଲକଡାଉନ ଅବଧି, ଆସନ୍ତାକାଲିଠୁ ମେଟ୍ରୋ ସେବା ବନ୍ଦ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ପନ୍ଥା ଆପଣାଇଛନ୍ତି। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ରବିବାର ଦିନ ପୂର୍ବରୁ ଲାଗୁ ହୋଇଥିବା ଲକଡାଉନକୁ ଆଉ ଏକ ସପ୍ତାହ ପାଇଁ ବୃଦ୍ଧି କରିଛନ୍ତି। ମେ ୧୭ ପର୍ଯ୍ୟନ୍ତ ଏହି ପ୍ରତିବନ୍ଧକ ଲାଗୁ ହେବ। ଏହି ସମୟରେ ସମସ୍ତ କଟକଣାକୁ କଠୋର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ […]

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ପନ୍ଥା ଆପଣାଇଛନ୍ତି। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ରବିବାର ଦିନ ପୂର୍ବରୁ ଲାଗୁ ହୋଇଥିବା ଲକଡାଉନକୁ ଆଉ ଏକ ସପ୍ତାହ ପାଇଁ ବୃଦ୍ଧି କରିଛନ୍ତି। ମେ ୧୭ ପର୍ଯ୍ୟନ୍ତ ଏହି ପ୍ରତିବନ୍ଧକ ଲାଗୁ ହେବ। ଏହି ସମୟରେ ସମସ୍ତ କଟକଣାକୁ କଠୋର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଏହି ଅବଧି ମଧ୍ୟରେ ମେଟ୍ରୋ ସେବା ବନ୍ଦ ରହିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର