ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସମନ କଲା CBI

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପଚରାଉଚରା କରିବ ସିବିଆଇ । ଏହି ମାମଲାରେ ଏବେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମ୍ପୃକ୍ତି ନେଇ ମଧ୍ୟ ଯାଞ୍ଚ କରାଯିବ । ୧୬ ଏପ୍ରିଲରେ ହାଜର ହେବା ନେଇ ସିବିଆଇ ସମନ କରିଛି । ଏହାକୁ ନେଇ ଆପ୍‌ ସାଂସଦ ସଞ୍ଜୟ ସିଂହ ପ୍ରେସମିଟ୍ କରିଛନ୍ତି । ପୂର୍ବରୁ ଏହି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ଓ ଇଡି ପଚରାଉଚରା କରୁଛି । ଏବେ […]

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପଚରାଉଚରା କରିବ ସିବିଆଇ । ଏହି ମାମଲାରେ ଏବେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମ୍ପୃକ୍ତି ନେଇ ମଧ୍ୟ ଯାଞ୍ଚ କରାଯିବ । ୧୬ ଏପ୍ରିଲରେ ହାଜର ହେବା ନେଇ ସିବିଆଇ ସମନ କରିଛି । ଏହାକୁ ନେଇ ଆପ୍‌ ସାଂସଦ ସଞ୍ଜୟ ସିଂହ ପ୍ରେସମିଟ୍ କରିଛନ୍ତି । ପୂର୍ବରୁ ଏହି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ଓ ଇଡି ପଚରାଉଚରା କରୁଛି । ଏବେ ସେ ରିମାଣ୍ଡରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

14 Apr 2023 By The Sakala

ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସମନ କଲା CBI

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପଚରାଉଚରା କରିବ ସିବିଆଇ । ଏହି ମାମଲାରେ ଏବେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମ୍ପୃକ୍ତି ନେଇ ମଧ୍ୟ ଯାଞ୍ଚ କରାଯିବ । ୧୬ ଏପ୍ରିଲରେ ହାଜର ହେବା ନେଇ ସିବିଆଇ ସମନ କରିଛି । ଏହାକୁ ନେଇ ଆପ୍‌ ସାଂସଦ ସଞ୍ଜୟ ସିଂହ ପ୍ରେସମିଟ୍ କରିଛନ୍ତି । ପୂର୍ବରୁ ଏହି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ଓ ଇଡି ପଚରାଉଚରା କରୁଛି । ଏବେ ସେ ରିମାଣ୍ଡରେ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର