ଦେଶରେ ଗତ ୨୪ ଘଣ୍ଟାରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ ମାମଲା ବଢି ୫୩ ହଜାର ୭୨୦ରେ ପହଞ୍ଚିଛି। ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୧୦୯ ଥିବା ବେଳେ ଶନିବାର ଏହା କମ ରହିଛି। ହେଲେ ଶନିବାର ମୃତ୍ୟୁ […]

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ ମାମଲା ବଢି ୫୩ ହଜାର ୭୨୦ରେ ପହଞ୍ଚିଛି। ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୧୦୯ ଥିବା ବେଳେ ଶନିବାର ଏହା କମ ରହିଛି। ହେଲେ ଶନିବାର ମୃତ୍ୟୁ ସଂଖ୍ୟା ଶୁକ୍ରବାରଠାରୁ ଅଧିକ ହୋଇଛି। ଗତ ୧୪ ଘଣ୍ଟାରେ କରୋନା ସଂକ୍ରମଣରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ସବୁଠାରୁ ଅଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି। ଗୁଜରାଟରେ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର