ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

The Sakala Picture
Published On

ଆସାମ: ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ରାଜ୍ୟପାଳ ଜଗଦୀଶ ମୁଖୀ ବିଶ୍ଵଶର୍ମାଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି।  ରାଜଭବନରେ କରୋନା କଟକଣା ଭିତରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥ ଗ୍ରହଣ ସମାରୋହରେ ବିଜେପି ବିଧାୟକଙ୍କ ସହ AGP ଓ UPPL ବିଧାୟକମାନେ ସାମିଲ ହୋଇଥିଲେ। ସେହିପରି ହିମନ୍ତ ବିଶ୍ୱଶର୍ମାଙ୍କ ମନ୍ତ୍ରିମଣ୍ଡଳ ବି ଶପଥ ନେଇଛନ୍ତି । ଚଳିତ ନିର୍ବାଚନରେ ଏନଡିଏ ୧୨୬ ଆସନ ବିଶିଷ୍ଟ ଆସାମ […]

ଆସାମ: ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ରାଜ୍ୟପାଳ ଜଗଦୀଶ ମୁଖୀ ବିଶ୍ଵଶର୍ମାଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି।  ରାଜଭବନରେ କରୋନା କଟକଣା ଭିତରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥ ଗ୍ରହଣ ସମାରୋହରେ ବିଜେପି ବିଧାୟକଙ୍କ ସହ AGP ଓ UPPL ବିଧାୟକମାନେ ସାମିଲ ହୋଇଥିଲେ। ସେହିପରି ହିମନ୍ତ ବିଶ୍ୱଶର୍ମାଙ୍କ ମନ୍ତ୍ରିମଣ୍ଡଳ ବି ଶପଥ ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

ଚଳିତ ନିର୍ବାଚନରେ ଏନଡିଏ ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ବିଜେପିର ଅଙ୍କକଷା ଆରମ୍ଭ ହୋଇଥିଲା। ସର୍ବାନନ୍ଦ ସୋନୱାଲ ଏବଂ ହିମନ୍ତ ବିଶ୍ଵଶର୍ମା ଦୁଇଜଣ ଦାବିଦାର ଥିବାରୁ ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ ଏଥିରେ ହସ୍ତକ୍ଷେପ କରିଥିଲେ। ଶେଷରେ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ହିମନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହା ପରେ ସନ୍ଧ୍ୟାରେ ହିମନ୍ତ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ।

ଆହୁରି ପଢ଼ନ୍ତୁ: ୬ ବର୍ଷ ପରେ ଆକାଶ ଛୁଇଁଲା ଏୟାର ଇଣ୍ଡିଆର ‘ବୋଇିଂ ୭୭୭’, ନାଗପୁରରୁ ଉଡି ଅହମ୍ମଦାବାଦରେ କଲା ଲ୍ୟାଣ୍ଡିଂ

10 May 2021 By The Sakala

ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ଆସାମ: ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ରାଜ୍ୟପାଳ ଜଗଦୀଶ ମୁଖୀ ବିଶ୍ଵଶର୍ମାଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି।  ରାଜଭବନରେ କରୋନା କଟକଣା ଭିତରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥ ଗ୍ରହଣ ସମାରୋହରେ ବିଜେପି ବିଧାୟକଙ୍କ ସହ AGP ଓ UPPL ବିଧାୟକମାନେ ସାମିଲ ହୋଇଥିଲେ। ସେହିପରି ହିମନ୍ତ ବିଶ୍ୱଶର୍ମାଙ୍କ ମନ୍ତ୍ରିମଣ୍ଡଳ ବି ଶପଥ ନେଇଛନ୍ତି ।

ଚଳିତ ନିର୍ବାଚନରେ ଏନଡିଏ ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ବିଜେପିର ଅଙ୍କକଷା ଆରମ୍ଭ ହୋଇଥିଲା। ସର୍ବାନନ୍ଦ ସୋନୱାଲ ଏବଂ ହିମନ୍ତ ବିଶ୍ଵଶର୍ମା ଦୁଇଜଣ ଦାବିଦାର ଥିବାରୁ ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ ଏଥିରେ ହସ୍ତକ୍ଷେପ କରିଥିଲେ। ଶେଷରେ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ହିମନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହା ପରେ ସନ୍ଧ୍ୟାରେ ହିମନ୍ତ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର