୬ ମାସ ପରେ ଖୋଲିଲା ବାବା କେଦାରନାଥଙ୍କ ଧାମ
ନୂଆଦିଲ୍ଲୀ: ଦୀର୍ଘ ୬ ମାସ ପରେ ଭକ୍ତଙ୍କ ପାଇଁ ଖୋଲିଲା କେଦାରନାଥ ଧାମ । ପାଲିଙ୍କି ଯାତ୍ରାରେ କେଦାରବାବାଙ୍କୁ ଅଣାଯିବା ପରେ ଆଜି ନୀତି ମୁତାବକ କେଦାରନାଥଙ୍କ ଦ୍ବାର ଫିଟିଛି। ଏହି ଅବସରରେ ସେନା ପକ୍ଷରୁ ବ୍ୟାଣ୍ଡ ପ୍ରଦର୍ଶନ ହୋଇଥିଲା। ଯାହା ଉପସ୍ଥିତ ଲୋକେ ମନୋଭରି ଉପଭୋଗ କରିଥିଲେ। #WATCH | Uttarakhand: The portals of Kedarnath Dham opened for devotees. Kedarnath Temple Chief Priest Jagadguru Rawal Bhima Shankar Ling […]
ନୂଆଦିଲ୍ଲୀ: ଦୀର୍ଘ ୬ ମାସ ପରେ ଭକ୍ତଙ୍କ ପାଇଁ ଖୋଲିଲା କେଦାରନାଥ ଧାମ । ପାଲିଙ୍କି ଯାତ୍ରାରେ କେଦାରବାବାଙ୍କୁ ଅଣାଯିବା ପରେ ଆଜି ନୀତି ମୁତାବକ କେଦାରନାଥଙ୍କ ଦ୍ବାର ଫିଟିଛି। ଏହି ଅବସରରେ ସେନା ପକ୍ଷରୁ ବ୍ୟାଣ୍ଡ ପ୍ରଦର୍ଶନ ହୋଇଥିଲା। ଯାହା ଉପସ୍ଥିତ ଲୋକେ ମନୋଭରି ଉପଭୋଗ କରିଥିଲେ।
#WATCH | Uttarakhand: The portals of Kedarnath Dham opened for devotees. Kedarnath Temple Chief Priest Jagadguru Rawal Bhima Shankar Ling Shivacharya opened the portals. pic.twitter.com/WjPf2fcYdg
ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ— ANI (@ANI) April 25, 2023
ଖବର ଅନୁଯାୟୀ, ପ୍ରବଳ ଥଣ୍ଡା କାରଣରୁ ଗତ ଅକ୍ଟୋବର ମାସରୁ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ବନ୍ଦ କରାଯାଇଥିଲା । ତେବେ ପଦଯାତ୍ରା ସହ ଶ୍ରଦ୍ଧାଳୁମାନେ ହେଲିକପ୍ଟରରେ ମଧ୍ୟ ଯାତ୍ରା କରିପାରିବେ । ଉତ୍ତରଖଣ୍ଡ ପର୍ଯ୍ୟଟନ ବିଭାଗ ପକ୍ଷରୁ ହେଲିକପ୍ଟର ଯୋଗେ କେଦାରନାଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଯାଏ କେଦାରନାଥଯାତ୍ରା ପାଇଁ ପ୍ରାୟ ୩ ଲକ୍ଷ ଲୋକ ବୁକିଂ କରିଥିବା ଜଣାପଡିଛି ।
୬ ମାସ ପରେ ଖୋଲିଲା ବାବା କେଦାରନାଥଙ୍କ ଧାମ
ନୂଆଦିଲ୍ଲୀ: ଦୀର୍ଘ ୬ ମାସ ପରେ ଭକ୍ତଙ୍କ ପାଇଁ ଖୋଲିଲା କେଦାରନାଥ ଧାମ । ପାଲିଙ୍କି ଯାତ୍ରାରେ କେଦାରବାବାଙ୍କୁ ଅଣାଯିବା ପରେ ଆଜି ନୀତି ମୁତାବକ କେଦାରନାଥଙ୍କ ଦ୍ବାର ଫିଟିଛି। ଏହି ଅବସରରେ ସେନା ପକ୍ଷରୁ ବ୍ୟାଣ୍ଡ ପ୍ରଦର୍ଶନ ହୋଇଥିଲା। ଯାହା ଉପସ୍ଥିତ ଲୋକେ ମନୋଭରି ଉପଭୋଗ କରିଥିଲେ।
#WATCH | Uttarakhand: The portals of Kedarnath Dham opened for devotees. Kedarnath Temple Chief Priest Jagadguru Rawal Bhima Shankar Ling Shivacharya opened the portals. pic.twitter.com/WjPf2fcYdg
— ANI (@ANI) April 25, 2023