ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍; ୯ ମୃତ, ୧୧ ଗରୁତର

The Sakala Picture
Published On

ଲୁଧିଆନା: ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ । ସୂଚନା ଅନୁସାରେ, ଲୁଧିଆନାର […]

ଲୁଧିଆନା: ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ସୂଚନା ଅନୁସାରେ, ଲୁଧିଆନାର ସୁଆ ରୋଡ ନିକଟରେ ଥିବା ଶେରପୁର ଛକରେ ଥିବା ଏକ ଫ୍ୟାକ୍ଟ୍ରିରେ ଏହି ଗ୍ୟାସ୍ ଲିକ୍ ହୋଇଥିବା ଜଣାପଡ଼ିଛି । ସକାଳ ୭.୧୫ ମିନିଟରେ ଗ୍ୟାସ ଲିକ୍ ହେବାର ପ୍ରଥମ ଖବର ମିଳିଥିଲା । ଘଟଣାରେ ୯ ମୃତଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅନେକ ରହିଛନ୍ତି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ । ତେବେ ଗ୍ୟାସ୍ କିପରି ଲିକ୍ ହେଲା ସେନେଇ କିଛି ତଥ୍ୟ ସାମ୍ନାକୁ ଆସିନି । ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି । ନିଶ୍ୱାସ ନେବାକୁ ଅସୁବିଧା ହେଉଥିଲେ ତୁରନ୍ତ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ମୋବାଇଲ୍ ଚାର୍ଜିଂ କେବୁଲରେ ତଣ୍ଟି ଚିପି ହତ୍ୟା

30 Apr 2023 By The Sakala

ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍; ୯ ମୃତ, ୧୧ ଗରୁତର

ଲୁଧିଆନା: ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ ।

ସୂଚନା ଅନୁସାରେ, ଲୁଧିଆନାର ସୁଆ ରୋଡ ନିକଟରେ ଥିବା ଶେରପୁର ଛକରେ ଥିବା ଏକ ଫ୍ୟାକ୍ଟ୍ରିରେ ଏହି ଗ୍ୟାସ୍ ଲିକ୍ ହୋଇଥିବା ଜଣାପଡ଼ିଛି । ସକାଳ ୭.୧୫ ମିନିଟରେ ଗ୍ୟାସ ଲିକ୍ ହେବାର ପ୍ରଥମ ଖବର ମିଳିଥିଲା । ଘଟଣାରେ ୯ ମୃତଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅନେକ ରହିଛନ୍ତି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ । ତେବେ ଗ୍ୟାସ୍ କିପରି ଲିକ୍ ହେଲା ସେନେଇ କିଛି ତଥ୍ୟ ସାମ୍ନାକୁ ଆସିନି । ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି । ନିଶ୍ୱାସ ନେବାକୁ ଅସୁବିଧା ହେଉଥିଲେ ତୁରନ୍ତ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର