ଜମ୍ମୁ ଓ କଶ୍ମୀରର ବାରମୂଳାରେ ଏନ୍‌କାଉଣ୍ଟର୍‌: ୨ ଆତଙ୍କବାଦୀ ନିହତ

The Sakala Picture
Published On

ବାରମୂଳା: ଜମ୍ମୁ-କଶ୍ମୀରର ବାରମୂଳାର ପେୟୀନ କ୍ରୀରି ଅଞ୍ଚଳରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଘଟଣାସ୍ଥଳରୁ ଗୋଟାଏ ଏ.କେ. ୪୭ ରାଇଫଲ ଓ ଗୋଟିଏ ପିସ୍ତଲ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଇଥିବା ସେନା ଅଧିକାରୀ ସୂଚନା ଦେଇଛନ୍ତି। ଉତ୍ତର କଶ୍ମୀରର ବାରମୂଳା ଜିଲା ଅନ୍ତର୍ଗତ ୱାନିଗାମ ପେୟୀନ କ୍ରେରିି ଅଞ୍ଚଳରେ ଆତଙ୍କବାଦୀମାନଙ୍କ ଉପସ୍ଥିତି ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇ ସୁରକ୍ଷା ବାହିନୀ ଏହି ଅପରେଶନ ଆରମ୍ଭ […]

ବାରମୂଳା: ଜମ୍ମୁ-କଶ୍ମୀରର ବାରମୂଳାର ପେୟୀନ କ୍ରୀରି ଅଞ୍ଚଳରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଘଟଣାସ୍ଥଳରୁ ଗୋଟାଏ ଏ.କେ. ୪୭ ରାଇଫଲ ଓ ଗୋଟିଏ ପିସ୍ତଲ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଇଥିବା ସେନା ଅଧିକାରୀ ସୂଚନା ଦେଇଛନ୍ତି। ଉତ୍ତର କଶ୍ମୀରର ବାରମୂଳା ଜିଲା ଅନ୍ତର୍ଗତ ୱାନିଗାମ ପେୟୀନ କ୍ରେରିି ଅଞ୍ଚଳରେ ଆତଙ୍କବାଦୀମାନଙ୍କ ଉପସ୍ଥିତି ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇ ସୁରକ୍ଷା ବାହିନୀ ଏହି ଅପରେଶନ ଆରମ୍ଭ କରିଥିଲେ। ଏବେ ମଧ୍ୟ ସର୍ଚ୍ଚ ଅପରେଶନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

04 May 2023 By The Sakala

ଜମ୍ମୁ ଓ କଶ୍ମୀରର ବାରମୂଳାରେ ଏନ୍‌କାଉଣ୍ଟର୍‌: ୨ ଆତଙ୍କବାଦୀ ନିହତ

ବାରମୂଳା: ଜମ୍ମୁ-କଶ୍ମୀରର ବାରମୂଳାର ପେୟୀନ କ୍ରୀରି ଅଞ୍ଚଳରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଘଟଣାସ୍ଥଳରୁ ଗୋଟାଏ ଏ.କେ. ୪୭ ରାଇଫଲ ଓ ଗୋଟିଏ ପିସ୍ତଲ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଇଥିବା ସେନା ଅଧିକାରୀ ସୂଚନା ଦେଇଛନ୍ତି। ଉତ୍ତର କଶ୍ମୀରର ବାରମୂଳା ଜିଲା ଅନ୍ତର୍ଗତ ୱାନିଗାମ ପେୟୀନ କ୍ରେରିି ଅଞ୍ଚଳରେ ଆତଙ୍କବାଦୀମାନଙ୍କ ଉପସ୍ଥିତି ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇ ସୁରକ୍ଷା ବାହିନୀ ଏହି ଅପରେଶନ ଆରମ୍ଭ କରିଥିଲେ। ଏବେ ମଧ୍ୟ ସର୍ଚ୍ଚ ଅପରେଶନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର