ମୋଦୀଙ୍କ ପାଦ ଛୁଇଁ ସ୍ବାଗତ କଲେ ପାପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାପାନରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ପରେ ପାପୁଆ ନ୍ୟୁ ଗିନିରେ ପହଞ୍ଚିଥିଲେ। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଜେମସ୍‌ ମାରାପେ, ନରେନ୍ଦ୍ର ମୋଦିଙ୍କୁ ପାଦ ଛୁଇଁ ସ୍ବାଗତ କରିଛନ୍ତି। ତାଙ୍କ ସହିତ ପାପୁଆ ନ୍ୟୁ ଗିନିର ଅନ୍ୟାନ୍ୟ ପ୍ରତିନିଧି ମଣ୍ଡଳୀ ମଧ୍ୟ ମୋଦିଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। ଏଫଆଇପିଆଇସି ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାପୁଆ ନ୍ୟୁ ଗିନିରେ ପହଞ୍ଚିଛନ୍ତି। ଭାରତ-ପ୍ରଶାନ୍ତ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାପାନରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ପରେ ପାପୁଆ ନ୍ୟୁ ଗିନିରେ ପହଞ୍ଚିଥିଲେ। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଜେମସ୍‌ ମାରାପେ, ନରେନ୍ଦ୍ର ମୋଦିଙ୍କୁ ପାଦ ଛୁଇଁ ସ୍ବାଗତ କରିଛନ୍ତି। ତାଙ୍କ ସହିତ ପାପୁଆ ନ୍ୟୁ ଗିନିର ଅନ୍ୟାନ୍ୟ ପ୍ରତିନିଧି ମଣ୍ଡଳୀ ମଧ୍ୟ ମୋଦିଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

ଏଫଆଇପିଆଇସି ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାପୁଆ ନ୍ୟୁ ଗିନିରେ ପହଞ୍ଚିଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀରେ ଫୋରମରେ ଭାଗ ନେବାକୁ ମୋଦି ଏଠାକୁ ଯାଇଛନ୍ତି। ଏହି ସମ୍ମିଳନୀରେ ଭାରତ ସମେତ ୧୪ ଟି ଦେଶ ଅଂଶଗ୍ରହଣ କରିବେ। ଏଠାରେ ପରେ ମୋଦି ସିଧାସଳଖ ଅଷ୍ଟ୍ରେଲିଆ ଯିବେ ଏବଂ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର