ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ କରୋନାରେ ମୃତ୍ୟୁ

The Sakala Picture
Published On

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ ପରଲୋକ । ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ  ଘଟିଛି। ସୂଚନା ଅନୁଯାୟୀ, କଲିକତାର ଏକ ଡାକ୍ତରଖାନାରେ ଆଶିମ ବାନାର୍ଜୀଙ୍କ ଚିକିତ୍ସା ଚାଲିଥିଲା । ଡାକ୍ତରଖାନାର ଚେୟାରମ୍ୟାନ ଡ. ଆଲୋକ ରାୟ ଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଥିଲେ । ଅନ୍ୟପଟେ ପଶ୍ଚିମବଙ୍ଗରେ ଦିନକରେ ସର୍ବାଧିକ ୨୦ ହଜାର ୮୪୬ କରୋନା ଆକ୍ରାନ୍ତ ଚିହ୍ନଟ […]

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ ପରଲୋକ । ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ  ଘଟିଛି।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ସୂଚନା ଅନୁଯାୟୀ, କଲିକତାର ଏକ ଡାକ୍ତରଖାନାରେ ଆଶିମ ବାନାର୍ଜୀଙ୍କ ଚିକିତ୍ସା ଚାଲିଥିଲା । ଡାକ୍ତରଖାନାର ଚେୟାରମ୍ୟାନ ଡ. ଆଲୋକ ରାୟ ଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

ଅନ୍ୟପଟେ ପଶ୍ଚିମବଙ୍ଗରେ ଦିନକରେ ସର୍ବାଧିକ ୨୦ ହଜାର ୮୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ପଶ୍ଚିମବଙ୍ଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୪ ହଜାର ୮୦୨ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର