ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ, ପାଇଲଟ ସୁରକ୍ଷିତ

The Sakala Picture
Published On

କର୍ଣ୍ଣାଟକ: ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ । ଅଳ୍ପକେ ବର୍ତ୍ତିଲେ ବିମାନର ଦୁଇ ପାଇଲଟ । କର୍ଣ୍ଣାଟକର ଚାମରାଜନଗର ଠାରେ ଦୁର୍ଘଟଣାର ଶିକାର ହୋଇଛି ଭାରତୀୟ ବାୟୁସେନାର ଏହି ପ୍ରଶିକ୍ଷଣ ବିମାନ। ଦୁର୍ଘଟଣା ପରେ ଦୁଇ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି । ପାରାଚ୍ୟୁଟ ଯୋଗେ ଦୁଇ ପାଇଲଟ ସୁରକ୍ଷିତ ଲ୍ୟାଣ୍ଡ କରିଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି […]

କର୍ଣ୍ଣାଟକ: ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ । ଅଳ୍ପକେ ବର୍ତ୍ତିଲେ ବିମାନର ଦୁଇ ପାଇଲଟ । କର୍ଣ୍ଣାଟକର ଚାମରାଜନଗର ଠାରେ ଦୁର୍ଘଟଣାର ଶିକାର ହୋଇଛି ଭାରତୀୟ ବାୟୁସେନାର ଏହି ପ୍ରଶିକ୍ଷଣ ବିମାନ। ଦୁର୍ଘଟଣା ପରେ ଦୁଇ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି । ପାରାଚ୍ୟୁଟ ଯୋଗେ ଦୁଇ ପାଇଲଟ ସୁରକ୍ଷିତ ଲ୍ୟାଣ୍ଡ କରିଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି । ତେବେ ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

01 Jun 2023 By The Sakala

ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ, ପାଇଲଟ ସୁରକ୍ଷିତ

କର୍ଣ୍ଣାଟକ: ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ । ଅଳ୍ପକେ ବର୍ତ୍ତିଲେ ବିମାନର ଦୁଇ ପାଇଲଟ । କର୍ଣ୍ଣାଟକର ଚାମରାଜନଗର ଠାରେ ଦୁର୍ଘଟଣାର ଶିକାର ହୋଇଛି ଭାରତୀୟ ବାୟୁସେନାର ଏହି ପ୍ରଶିକ୍ଷଣ ବିମାନ। ଦୁର୍ଘଟଣା ପରେ ଦୁଇ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି । ପାରାଚ୍ୟୁଟ ଯୋଗେ ଦୁଇ ପାଇଲଟ ସୁରକ୍ଷିତ ଲ୍ୟାଣ୍ଡ କରିଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି । ତେବେ ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।

https://www.thesakala.in/national-international/indian-air-forces-trainer-aircraft-crashes-in-karnataka/article-22199
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର