୧୫ରେ ବାତ୍ୟା ‘ବିପର୍ଯ୍ୟୟ’ ସ୍ଥଳଭାଗ ଛୁଇଁବା ସମ୍ଭାବନା, ଗୁଜରାଟର ମାଣ୍ଡଭିକୁ ହାଇଆଲର୍ଟ ଜାରି….

The Sakala Picture
Published On

ନୂଆଦିଲ୍ଲୀ:  ପଶ୍ଚିମ ସମୁଦ୍ର ଉପକୂଳରେ ଅତି ଭୀଷଣ ବାତ୍ୟାରେ ରୂପ ନେଇଛି ଘୂର୍ଣ୍ଣିଝଡ଼ ବିପର୍ଯ୍ୟୟ । ଆସନ୍ତା ୧୫ ତାରିଖରେ ଏହା ସ୍ଥଳଭାଗ ଛୁଇଁପାରେ। ଗୁଜରାଟର ମାଣ୍ଡଭି ଏବଂ ପାକିସ୍ତାନର କରାଚୀ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏବେ ମୁମ୍ବାଇ ଉପକୂଳଠାରୁ ୫୬୦ କିଲୋମିଟର ଏବଂ ଗୁଜରାଟର ପୋରବନ୍ଦର ଠାରୁ ୪୬୦ କିମି ଦୂରରେ ରହିଛି । ଘଣ୍ଟାପ୍ରତି ୬ କିମି ବେଗରେ ଅତିକ୍ରମ କରୁଛି ବାତ୍ୟା ବିପର୍ଯ୍ୟୟ। ଲ୍ୟାଣ୍ଡଫଲ ବେଳେ […]

ନୂଆଦିଲ୍ଲୀ:  ପଶ୍ଚିମ ସମୁଦ୍ର ଉପକୂଳରେ ଅତି ଭୀଷଣ ବାତ୍ୟାରେ ରୂପ ନେଇଛି ଘୂର୍ଣ୍ଣିଝଡ଼ ବିପର୍ଯ୍ୟୟ । ଆସନ୍ତା ୧୫ ତାରିଖରେ ଏହା ସ୍ଥଳଭାଗ ଛୁଇଁପାରେ। ଗୁଜରାଟର ମାଣ୍ଡଭି ଏବଂ ପାକିସ୍ତାନର କରାଚୀ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏବେ ମୁମ୍ବାଇ ଉପକୂଳଠାରୁ ୫୬୦ କିଲୋମିଟର ଏବଂ ଗୁଜରାଟର ପୋରବନ୍ଦର ଠାରୁ ୪୬୦ କିମି ଦୂରରେ ରହିଛି । ଘଣ୍ଟାପ୍ରତି ୬ କିମି ବେଗରେ ଅତିକ୍ରମ କରୁଛି ବାତ୍ୟା ବିପର୍ଯ୍ୟୟ। ଲ୍ୟାଣ୍ଡଫଲ ବେଳେ ବ୍ୟାପକ କ୍ଷତି ଘଟାଇପାରେ ବାତ୍ୟା ବିପର୍ଯ୍ୟୟ।  ସ୍ଥିତିକୁ ନେଇ ଗୁଜରାଟର ସୌରାଷ୍ଟ୍ର ଏବଂ ଏବଂ କଚ୍ଛ ଅଂଚଳରେ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

ଆରବ ଉପକୂଳରେ ବଳ ଗୋଟାଇବା ପରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି ବିପର୍ଯ୍ୟୟ। ଆସନ୍ତା ୧୪ ସକାଳ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରି ପରବର୍ତ୍ତୀ ସମୟରେ ଏହା ଉତ୍ତର ପୂର୍ବ ମୁହାଁ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗୁଜରାଟର ସୌରାଷ୍ଟ୍ର, କଚ୍ଛ ଏବଂ ପାକିସ୍ତାନର କରାଚି ଉପକୂଳ ଦେଇ ବାତ୍ୟା ବିପର୍ଯ୍ୟୟ ସ୍ଥଳଭାଗ ଛୁଇଁବ। ଆସନ୍ତା ୧୫ ତାରିଖରେ ଅତି ଭୀଷଣରୁ ଭୀଷଣ ବାତ୍ୟାର ସ୍ଥିତିରେ ଏହା ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ଗତି ସର୍ବାଧିକ ୧୫୦ କିମି ମଧ୍ୟରେ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

11 Jun 2023 By The Sakala

୧୫ରେ ବାତ୍ୟା ‘ବିପର୍ଯ୍ୟୟ’ ସ୍ଥଳଭାଗ ଛୁଇଁବା ସମ୍ଭାବନା, ଗୁଜରାଟର ମାଣ୍ଡଭିକୁ ହାଇଆଲର୍ଟ ଜାରି….

ନୂଆଦିଲ୍ଲୀ:  ପଶ୍ଚିମ ସମୁଦ୍ର ଉପକୂଳରେ ଅତି ଭୀଷଣ ବାତ୍ୟାରେ ରୂପ ନେଇଛି ଘୂର୍ଣ୍ଣିଝଡ଼ ବିପର୍ଯ୍ୟୟ । ଆସନ୍ତା ୧୫ ତାରିଖରେ ଏହା ସ୍ଥଳଭାଗ ଛୁଇଁପାରେ। ଗୁଜରାଟର ମାଣ୍ଡଭି ଏବଂ ପାକିସ୍ତାନର କରାଚୀ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏବେ ମୁମ୍ବାଇ ଉପକୂଳଠାରୁ ୫୬୦ କିଲୋମିଟର ଏବଂ ଗୁଜରାଟର ପୋରବନ୍ଦର ଠାରୁ ୪୬୦ କିମି ଦୂରରେ ରହିଛି । ଘଣ୍ଟାପ୍ରତି ୬ କିମି ବେଗରେ ଅତିକ୍ରମ କରୁଛି ବାତ୍ୟା ବିପର୍ଯ୍ୟୟ। ଲ୍ୟାଣ୍ଡଫଲ ବେଳେ ବ୍ୟାପକ କ୍ଷତି ଘଟାଇପାରେ ବାତ୍ୟା ବିପର୍ଯ୍ୟୟ।  ସ୍ଥିତିକୁ ନେଇ ଗୁଜରାଟର ସୌରାଷ୍ଟ୍ର ଏବଂ ଏବଂ କଚ୍ଛ ଅଂଚଳରେ ଆଲର୍ଟ ଜାରି କରାଯାଇଛି।

ଆରବ ଉପକୂଳରେ ବଳ ଗୋଟାଇବା ପରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି ବିପର୍ଯ୍ୟୟ। ଆସନ୍ତା ୧୪ ସକାଳ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରି ପରବର୍ତ୍ତୀ ସମୟରେ ଏହା ଉତ୍ତର ପୂର୍ବ ମୁହାଁ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗୁଜରାଟର ସୌରାଷ୍ଟ୍ର, କଚ୍ଛ ଏବଂ ପାକିସ୍ତାନର କରାଚି ଉପକୂଳ ଦେଇ ବାତ୍ୟା ବିପର୍ଯ୍ୟୟ ସ୍ଥଳଭାଗ ଛୁଇଁବ। ଆସନ୍ତା ୧୫ ତାରିଖରେ ଅତି ଭୀଷଣରୁ ଭୀଷଣ ବାତ୍ୟାର ସ୍ଥିତିରେ ଏହା ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ଗତି ସର୍ବାଧିକ ୧୫୦ କିମି ମଧ୍ୟରେ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର