ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୪

The Sakala Picture
Published On

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଭୂମିକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ରେକର୍ଡ କରାଯାଇଛି । ଭୂମିକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସୂଚନା ମିଳିନାହିଁ । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ମଙ୍ଗଳବାର ଦିନ ଗୋଟାଏ ୩୩ ମିନିଟରେ ଝଟକା ଲାଗିଛି। ପୂରା ଉତ୍ତର ଭାରତରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ଜାମ୍ମୁ-କାଶ୍ମୀର ଦୋଡ଼ା ଠାରୁ ୬ କିଲୋମିଟର ଗଭୀରତାରେ ରହିଛି ।  । ଦିଲ୍ଲୀ-ଏନସିଆର୍, ହରିୟାଣା, […]

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଭୂମିକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ରେକର୍ଡ କରାଯାଇଛି । ଭୂମିକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସୂଚନା ମିଳିନାହିଁ ।

ଆହୁରି ପଢ଼ନ୍ତୁ: ହର୍ମୁଜ ପ୍ରଣାଳୀରେ ଭାରତ ଆସୁଥିବା ଜାହାଜ ଉପରକୁ ଗୁଳିମାଡ଼ ସହ ଜାହାଜକୁ ନିଜ କବ୍‌ଜାକୁ ନେଲା IRGC

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ମଙ୍ଗଳବାର ଦିନ ଗୋଟାଏ ୩୩ ମିନିଟରେ ଝଟକା ଲାଗିଛି। ପୂରା ଉତ୍ତର ଭାରତରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ଜାମ୍ମୁ-କାଶ୍ମୀର ଦୋଡ଼ା ଠାରୁ ୬ କିଲୋମିଟର ଗଭୀରତାରେ ରହିଛି ।  । ଦିଲ୍ଲୀ-ଏନସିଆର୍, ହରିୟାଣା, ପଞ୍ଜାବ ଚଣ୍ଡିଗଡ଼ରେ ଭୂମିକମ୍ପ ଝଟକା ଲଗିଛି । ପାକିସ୍ତାନର ଇସଲାମାବାଦ ଓ ଲାହୋରରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ଓ ତାମିଲନାଡୁରେ ମତଦାନ ଜାରି, ହିଂସା ଓ ଇଭିଏମ୍ ତ୍ରୁଟି ଯୋଗୁଁ କିଛି ସ୍ଥାନରେ ଭୋଟିଂ ବାଧାପ୍ରାପ୍ତ

13 Jun 2023 By The Sakala

ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୪

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଭୂମିକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ରେକର୍ଡ କରାଯାଇଛି । ଭୂମିକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସୂଚନା ମିଳିନାହିଁ ।

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ମଙ୍ଗଳବାର ଦିନ ଗୋଟାଏ ୩୩ ମିନିଟରେ ଝଟକା ଲାଗିଛି। ପୂରା ଉତ୍ତର ଭାରତରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ଜାମ୍ମୁ-କାଶ୍ମୀର ଦୋଡ଼ା ଠାରୁ ୬ କିଲୋମିଟର ଗଭୀରତାରେ ରହିଛି ।  । ଦିଲ୍ଲୀ-ଏନସିଆର୍, ହରିୟାଣା, ପଞ୍ଜାବ ଚଣ୍ଡିଗଡ଼ରେ ଭୂମିକମ୍ପ ଝଟକା ଲଗିଛି । ପାକିସ୍ତାନର ଇସଲାମାବାଦ ଓ ଲାହୋରରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର