ଦିଲ୍ଲୀ ମୁଖାର୍ଜୀ ନଗର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ, ଜୀବନ ବିକଳରେ ଝରକା ଦେଇ ତଳକୁ ଡେଇଁଲେ ବିଦ୍ୟାର୍ଥୀ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖାର୍ଜୀ ନଗର ସ୍ଥିତ ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଜୀବନ ବଞ୍ଚାଇବା ପାଇଁ ତୃତୀୟ ମହଲାରୁ ଡେଇଁ ପଡିଛନ୍ତି କିଛି ଛାତ୍ରଛତ୍ରୀ । ନିଆଁ ଲାଗିବା ପରେ ପ୍ରାଣ ବିକଳରେ ସେଠାରେ ଉପସ୍ଥିତ ଥିବା ଲୋକେ ଏପଟ ସେପଟ ଧାଇଁବାକୁ ଲାଗିଲେ । ଜୀବନ ବଞ୍ଚାଇବା ପାଇଁ କିଛି ଛାତ୍ର ତୃତୀୟ ମହଲାରୁ ତଳକୁ ଡେଇଁ ପଡିଥିବା ଦେଖିବାକୁ ମିଳିଥିଲା । ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୧୧ଟି […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖାର୍ଜୀ ନଗର ସ୍ଥିତ ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଜୀବନ ବଞ୍ଚାଇବା ପାଇଁ ତୃତୀୟ ମହଲାରୁ ଡେଇଁ ପଡିଛନ୍ତି କିଛି ଛାତ୍ରଛତ୍ରୀ । ନିଆଁ ଲାଗିବା ପରେ ପ୍ରାଣ ବିକଳରେ ସେଠାରେ ଉପସ୍ଥିତ ଥିବା ଲୋକେ ଏପଟ ସେପଟ ଧାଇଁବାକୁ ଲାଗିଲେ । ଜୀବନ ବଞ୍ଚାଇବା ପାଇଁ କିଛି ଛାତ୍ର ତୃତୀୟ ମହଲାରୁ ତଳକୁ ଡେଇଁ ପଡିଥିବା ଦେଖିବାକୁ ମିଳିଥିଲା ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୧୧ଟି ଦମକଳବାହିନୀ । ଘଣ୍ଟାଏ ଧରି ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । ରଶି ସାହାଯ୍ୟରେ ପିଲାମାନଙ୍କୁ ବାହାରକୁ ଅଣାଯାଉଛି । ବିଲ୍ଡିଂ ଭିତରେ ଫଶି ରହିଥିବା ପିଲାମାନେ ଜୀବନ ବିକଳରେ ଝରକା ଦେଇ ପିଲାମାନେ ଡେଇଁ ପଡୁଥିବା ଦେଖାଯାଇଛି । କୋଚିଂ ସେଣ୍ଟରର ୪ ଜଣ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ବଢ଼ିଲା ଉତ୍ତେଜନା: ଇରାନ ଉପରେ ଇସ୍ରାଏଲର ପାଲଟା ମିସାଇଲ ମାଡ଼, ତେହେରାନରେ ଥରିଲା ଛାତି

15 Jun 2023 By The Sakala

ଦିଲ୍ଲୀ ମୁଖାର୍ଜୀ ନଗର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ, ଜୀବନ ବିକଳରେ ଝରକା ଦେଇ ତଳକୁ ଡେଇଁଲେ ବିଦ୍ୟାର୍ଥୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖାର୍ଜୀ ନଗର ସ୍ଥିତ ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଜୀବନ ବଞ୍ଚାଇବା ପାଇଁ ତୃତୀୟ ମହଲାରୁ ଡେଇଁ ପଡିଛନ୍ତି କିଛି ଛାତ୍ରଛତ୍ରୀ । ନିଆଁ ଲାଗିବା ପରେ ପ୍ରାଣ ବିକଳରେ ସେଠାରେ ଉପସ୍ଥିତ ଥିବା ଲୋକେ ଏପଟ ସେପଟ ଧାଇଁବାକୁ ଲାଗିଲେ । ଜୀବନ ବଞ୍ଚାଇବା ପାଇଁ କିଛି ଛାତ୍ର ତୃତୀୟ ମହଲାରୁ ତଳକୁ ଡେଇଁ ପଡିଥିବା ଦେଖିବାକୁ ମିଳିଥିଲା ।

ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୧୧ଟି ଦମକଳବାହିନୀ । ଘଣ୍ଟାଏ ଧରି ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । ରଶି ସାହାଯ୍ୟରେ ପିଲାମାନଙ୍କୁ ବାହାରକୁ ଅଣାଯାଉଛି । ବିଲ୍ଡିଂ ଭିତରେ ଫଶି ରହିଥିବା ପିଲାମାନେ ଜୀବନ ବିକଳରେ ଝରକା ଦେଇ ପିଲାମାନେ ଡେଇଁ ପଡୁଥିବା ଦେଖାଯାଇଛି । କୋଚିଂ ସେଣ୍ଟରର ୪ ଜଣ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର