ନେପାଳରେ ବନ୍ୟା ଓ ଭୂସ୍ଖଳନ: ୫ମୃତ, ୨୫ରୁ ଅଧିକ ନିଖୋଜ

The Sakala Picture
Published On

କାଠମାଣ୍ଡୁ: ନେପାଳରେ ବର୍ଷାର ତାଣ୍ଡବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଏବେ ସଙ୍ଗୀନ ହୋଇପଡିଛି । ବନ୍ୟା ଓ ଭୟଙ୍କର ଭୂସ୍ଖଳନରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଅନ୍ୟପକ୍ଷେ ୨୫ ଜଣରୁ ଅଧିକ ନିଖୋଜ ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, କୋଶୀର ଏକାଧିକ ଜିଲ୍ଲା ବିଶେଷ କରି ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ରବିବାର ପ୍ରବଳ ବର୍ଷା ଯୋଗୁ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି । ଏଠାରେ ୫ଜଣଙ୍କ ମୃତ୍ୟୁ […]

କାଠମାଣ୍ଡୁ: ନେପାଳରେ ବର୍ଷାର ତାଣ୍ଡବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଏବେ ସଙ୍ଗୀନ ହୋଇପଡିଛି । ବନ୍ୟା ଓ ଭୟଙ୍କର ଭୂସ୍ଖଳନରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଅନ୍ୟପକ୍ଷେ ୨୫ ଜଣରୁ ଅଧିକ ନିଖୋଜ ଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ: ପ୍ରଥମ ଥର ପାଇଁ ମଇଦାନକୁ ଓହ୍ଲାଇଲା ଘାତକ 'ବି-୧ ଲାନ୍ସର' ବମ୍ବର

ସୂଚନା ଅନୁଯାୟୀ, କୋଶୀର ଏକାଧିକ ଜିଲ୍ଲା ବିଶେଷ କରି ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ରବିବାର ପ୍ରବଳ ବର୍ଷା ଯୋଗୁ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି । ଏଠାରେ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୮ଜଣଙ୍କ ପତ୍ତା ମିଳୁନି । ଅନେକ ସ୍ଥାନରେ ଭୂସ୍ଖଳନ ଯୋଗୁ ରାସ୍ତା, ଓ ବ୍ରିଜ୍ ନଷ୍ଟ ହୋଇଯାଇଛି । ଆଗାମୀ ଦିନରେ ନେପାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଚେତାବନୀ ଦେଇଛି । ତେଣୁ ନଦୀର ଜଳସ୍ତର ଆହୁରି ବ ଢିବା ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: କ୍ୟାବିନେଟରେ ପାରିତ ହେଲା ପେପର ଲିକ୍ ବିଲ୍: ମିଳିବ କଠୋର ଦଣ୍ଡ, ଆସନ୍ତା ସପ୍ତାହରେ ସଂସଦରେ ହେବ ଆଗତ

ଆହୁରି ପଢ଼ନ୍ତୁ: ଜନ୍ତରମନ୍ତର ଆନ୍ଦୋଳନ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା, ଛାତ୍ରଙ୍କ ଉପରୁ ପୋଲିସ ମାମଲା ପ୍ରତ୍ୟାହାର କଲେ ସରକାର

19 Jun 2023 By The Sakala

ନେପାଳରେ ବନ୍ୟା ଓ ଭୂସ୍ଖଳନ: ୫ମୃତ, ୨୫ରୁ ଅଧିକ ନିଖୋଜ

କାଠମାଣ୍ଡୁ: ନେପାଳରେ ବର୍ଷାର ତାଣ୍ଡବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଏବେ ସଙ୍ଗୀନ ହୋଇପଡିଛି । ବନ୍ୟା ଓ ଭୟଙ୍କର ଭୂସ୍ଖଳନରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଅନ୍ୟପକ୍ଷେ ୨୫ ଜଣରୁ ଅଧିକ ନିଖୋଜ ଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ, କୋଶୀର ଏକାଧିକ ଜିଲ୍ଲା ବିଶେଷ କରି ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ରବିବାର ପ୍ରବଳ ବର୍ଷା ଯୋଗୁ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି । ଏଠାରେ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୮ଜଣଙ୍କ ପତ୍ତା ମିଳୁନି । ଅନେକ ସ୍ଥାନରେ ଭୂସ୍ଖଳନ ଯୋଗୁ ରାସ୍ତା, ଓ ବ୍ରିଜ୍ ନଷ୍ଟ ହୋଇଯାଇଛି । ଆଗାମୀ ଦିନରେ ନେପାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଚେତାବନୀ ଦେଇଛି । ତେଣୁ ନଦୀର ଜଳସ୍ତର ଆହୁରି ବ ଢିବା ଆଶଙ୍କା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର