ବିଆରଏସକୁ ବଡ଼ ଝଟକା, କଂଗ୍ରେସରେ ମିଶିଲେ ଅନେକ ନେତା ଓ ପୂର୍ବତନ ମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ନିର୍ବାଚନ ଯେତିକି ନିକଟତର ହେଉଛି ପ୍ରମୁଖ ଦଳଗୁଡିକ ନିଜ ନିଜର ଶକ୍ତି ସାଉଁଟିବା କାର୍ଯ୍ୟକୁ ତୀବ୍ର କରୁଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସକୁ ବଡ଼ ଝଟକା ଦେଇଛି କଂଗ୍ରେସ । ବିଆରଏସର ଅନେକ ପୂର୍ବତନ ମନ୍ତ୍ରୀ, ସାଂସଦ ଓ ନେତା କଂଗ୍ରେସରେ ଯୋଗ ଦେଇଛନ୍ତି । ପୂର୍ବତନ ସାଂସଦ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ, ତେଲେଙ୍ଗାନାର ପୂର୍ବତନ ମନ୍ତ୍ରୀ ଜୁପଲ୍ଲୀ କୃଷ୍ଣା ରାଓଙ୍କ ସମେତ ୧୦ ନେତା ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି […]

ନୂଆଦିଲ୍ଲୀ: ନିର୍ବାଚନ ଯେତିକି ନିକଟତର ହେଉଛି ପ୍ରମୁଖ ଦଳଗୁଡିକ ନିଜ ନିଜର ଶକ୍ତି ସାଉଁଟିବା କାର୍ଯ୍ୟକୁ ତୀବ୍ର କରୁଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସକୁ ବଡ଼ ଝଟକା ଦେଇଛି କଂଗ୍ରେସ । ବିଆରଏସର ଅନେକ ପୂର୍ବତନ ମନ୍ତ୍ରୀ, ସାଂସଦ ଓ ନେତା କଂଗ୍ରେସରେ ଯୋଗ ଦେଇଛନ୍ତି । ପୂର୍ବତନ ସାଂସଦ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ, ତେଲେଙ୍ଗାନାର ପୂର୍ବତନ ମନ୍ତ୍ରୀ ଜୁପଲ୍ଲୀ କୃଷ୍ଣା ରାଓଙ୍କ ସମେତ ୧୦ ନେତା ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧିଙ୍କ ଉପସ୍ଥିତିରେ ନେତାମାନେ ଦଳରେ ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ଏହି ଅସବରରେ କଂଗ୍ରେସର ସଂଗଠନ ମହାସଚିବ କେସି ଭେନୁଗୋପାଳ, ଦଳର ତେଲେଙ୍ଗାନା ପ୍ରଭାରୀ ମାଣିକରାଓ ଟାକରେ ଏବଂ ପ୍ରଦେଶ କଂଗ୍ରେସ ଦଳର ଅଧ୍ୟକ୍ଷ ରେୱନ୍ତ ରେଡ୍ଡୀ ଉପସ୍ଥିତ ଥିଲେ । ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧି ଏହା ବ୍ୟତୀତ ଏଆଇସିସି କାର୍ଯ୍ୟାଳୟରେ ତେଲେଙ୍ଗେନା କଂଗ୍ରେସ ନେତାମାନଙ୍କୁ ମଧ୍ୟ ଭେଟିଥିଲେ ।

ଆହୁରି ପଢ଼ନ୍ତୁ: "ଖେଳାଳିଙ୍କୁ ମାରିଦିଅନି", ବିସିସିଆଇର ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ନେଇ ବର୍ଷିଲେ ଲଳିତ ମୋଦୀ

26 Jun 2023 By The Sakala

ବିଆରଏସକୁ ବଡ଼ ଝଟକା, କଂଗ୍ରେସରେ ମିଶିଲେ ଅନେକ ନେତା ଓ ପୂର୍ବତନ ମନ୍ତ୍ରୀ

ନୂଆଦିଲ୍ଲୀ: ନିର୍ବାଚନ ଯେତିକି ନିକଟତର ହେଉଛି ପ୍ରମୁଖ ଦଳଗୁଡିକ ନିଜ ନିଜର ଶକ୍ତି ସାଉଁଟିବା କାର୍ଯ୍ୟକୁ ତୀବ୍ର କରୁଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସକୁ ବଡ଼ ଝଟକା ଦେଇଛି କଂଗ୍ରେସ । ବିଆରଏସର ଅନେକ ପୂର୍ବତନ ମନ୍ତ୍ରୀ, ସାଂସଦ ଓ ନେତା କଂଗ୍ରେସରେ ଯୋଗ ଦେଇଛନ୍ତି । ପୂର୍ବତନ ସାଂସଦ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ, ତେଲେଙ୍ଗାନାର ପୂର୍ବତନ ମନ୍ତ୍ରୀ ଜୁପଲ୍ଲୀ କୃଷ୍ଣା ରାଓଙ୍କ ସମେତ ୧୦ ନେତା ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧିଙ୍କ ଉପସ୍ଥିତିରେ ନେତାମାନେ ଦଳରେ ସାମିଲ ହୋଇଛନ୍ତି ।

ଏହି ଅସବରରେ କଂଗ୍ରେସର ସଂଗଠନ ମହାସଚିବ କେସି ଭେନୁଗୋପାଳ, ଦଳର ତେଲେଙ୍ଗାନା ପ୍ରଭାରୀ ମାଣିକରାଓ ଟାକରେ ଏବଂ ପ୍ରଦେଶ କଂଗ୍ରେସ ଦଳର ଅଧ୍ୟକ୍ଷ ରେୱନ୍ତ ରେଡ୍ଡୀ ଉପସ୍ଥିତ ଥିଲେ । ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧି ଏହା ବ୍ୟତୀତ ଏଆଇସିସି କାର୍ଯ୍ୟାଳୟରେ ତେଲେଙ୍ଗେନା କଂଗ୍ରେସ ନେତାମାନଙ୍କୁ ମଧ୍ୟ ଭେଟିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର