ମଣିପୁର ଯାଇଥିବା ରାହୁଲ୍‌ ଗାନ୍ଧୀଙ୍କ ଗାଡ଼ିକୁ ଚୁରାଚାନ୍ଦପୁରରେ ଅଟକାଇଲା ପୁଲିସ

The Sakala Picture
Published On

ଇମ୍ଫାଲ: ହିଂସା ପ୍ରଭାବିତ ମଣିପୁର ପରିଦର୍ଶନ କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସ୍ଥାନୀୟ ପୋଲିସ ଆଗକୁ ବଢିବାକୁ ରୋକିଛି। ଇମ୍ଫାଲ ବିମାନବନ୍ଦର ସମ୍ମୁଖରେ ବିଷ୍ଣୁପୁର ଚେକପୋଷ୍ଟରେ ରାହୁଲ ଗାନ୍ଧୀଙ୍କୁ ଅଟକାଇ ଦିଆଯାଇଛି। ଇମ୍ଫାଲ ବିମାନବନ୍ଦରରେ ଅବତରଣ କରିବା ପରେ ସେ ଚୁରାଚାନ୍ଦପୁର ଯାଉଥିଲେ। ସୂଚନାନୁସାରେ, ସୁରକ୍ଷା କାରଣରୁ ରାହୁଲ ଗାନ୍ଧୀଙ୍କ କନଭେନକୁ ଅଟକାଇ ଦିଆଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଇମ୍ଫାଲରେ ପହଞ୍ଚିଛନ୍ତି। ରାହୁଲ ଗାନ୍ଧୀ ଦୁଇ ଦିନ ଧରି ମଣିପୁର ଗସ୍ତରେ […]

ଇମ୍ଫାଲ: ହିଂସା ପ୍ରଭାବିତ ମଣିପୁର ପରିଦର୍ଶନ କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସ୍ଥାନୀୟ ପୋଲିସ ଆଗକୁ ବଢିବାକୁ ରୋକିଛି। ଇମ୍ଫାଲ ବିମାନବନ୍ଦର ସମ୍ମୁଖରେ ବିଷ୍ଣୁପୁର ଚେକପୋଷ୍ଟରେ ରାହୁଲ ଗାନ୍ଧୀଙ୍କୁ ଅଟକାଇ ଦିଆଯାଇଛି। ଇମ୍ଫାଲ ବିମାନବନ୍ଦରରେ ଅବତରଣ କରିବା ପରେ ସେ ଚୁରାଚାନ୍ଦପୁର ଯାଉଥିଲେ। ସୂଚନାନୁସାରେ, ସୁରକ୍ଷା କାରଣରୁ ରାହୁଲ ଗାନ୍ଧୀଙ୍କ କନଭେନକୁ ଅଟକାଇ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଇମ୍ଫାଲରେ ପହଞ୍ଚିଛନ୍ତି। ରାହୁଲ ଗାନ୍ଧୀ ଦୁଇ ଦିନ ଧରି ମଣିପୁର ଗସ୍ତରେ ରହିବେ ଏବଂ ତାଙ୍କ ଗସ୍ତ ସମୟରେ ରିଲିଫ କ୍ୟାମ୍ପ ମଧ୍ୟ ପରିଦର୍ଶନ କରିବେ। ଏହା ସହିତ ଇମ୍ଫାଲ ଏବଂ ଚୁରାଚାନ୍ଦପୁରରେ ନାଗରିକ ସମାଜର ପ୍ରତିନିଧୀଙ୍କୁ ଭେଟିବା ପାଇଁ ତାଙ୍କର ଏକ କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର