ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି ଉତ୍ତର କୋରିଆ

The Sakala Picture
Published On

ପ୍ୟୋଙ୍ଗୟାଙ୍ଗ: ଆଜି ଉତ୍ତର କୋରିଆ ତା’ର ପୂର୍ବତଟ ସମୁଦ୍ର ମଧ୍ୟକୁ ଗୋଟାଏ ଅଜ୍ଞାତ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆର ‘ଜଏଣ୍ଟ୍‌ ଚିଫ୍‌ସ୍‌ ଅଫ୍‌ ଷ୍ଟାଫ୍‌’ ଜାରି କରିଥିବା ବିବୃତିରେ କହିଛନ୍ତି। ଦକ୍ଷିଣ କୋରିଆ ସହ ତିକ୍ତତା ମଧ୍ୟରେ ଉତ୍ତର କୋରିଆା ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ବୁଧବାର ସକାଳେ ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଯୁଗ୍ମ ମୁଖ୍ୟମାନେ ଘୋଷଣା କରିଛନ୍ତି ଏହା ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର । […]

ପ୍ୟୋଙ୍ଗୟାଙ୍ଗ: ଆଜି ଉତ୍ତର କୋରିଆ ତା’ର ପୂର୍ବତଟ ସମୁଦ୍ର ମଧ୍ୟକୁ ଗୋଟାଏ ଅଜ୍ଞାତ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆର ‘ଜଏଣ୍ଟ୍‌ ଚିଫ୍‌ସ୍‌ ଅଫ୍‌ ଷ୍ଟାଫ୍‌’ ଜାରି କରିଥିବା ବିବୃତିରେ କହିଛନ୍ତି। ଦକ୍ଷିଣ କୋରିଆ ସହ ତିକ୍ତତା ମଧ୍ୟରେ ଉତ୍ତର କୋରିଆା ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ବୁଧବାର ସକାଳେ ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଯୁଗ୍ମ ମୁଖ୍ୟମାନେ ଘୋଷଣା କରିଛନ୍ତି ଏହା ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ପ୍ରତିଷ୍ଠାତା ଲଳିତ ମୋଦୀଙ୍କ ୮ଟି ବଡ଼ ଖୁଲାସା: ଦାଉଦ ଇବ୍ରାହିମ, ପିଏମ ମୋଦୀ ଏବଂ ପୁଅର ଅପହରଣକୁ ନେଇ କହିଲେ ବଡ଼ କଥା

ଆମେରିକୀୟ ଗୁପ୍ତଚର ବିମାନ ତା’ର ଆକାଶ ସୀମାରେ ଅନୁପ୍ରବେଶ କରିଥିବା ଅଭିଯୋଗବାର କିଛି ଦିନ ପରେ ଉତ୍ତର କୋରିଆ ଆଜି ଏହି କ୍ଷେପଣାସ୍ତ୍ର ନି‌କ୍ଷେପ କରିଛି। ସେହିପରି, ନିକଟ ଅତୀତରେ ଆମେରିକାର ଗୋଟାଏ ଆଣବିକ ଶକ୍ତି ଚାଳିତ ‘କ୍ରୁଜ୍‌ କ୍ଷେପଣାସ୍ତ୍ର’ ବାହୀ ବୁଡ଼ାଜାହାଜର ଦକ୍ଷିଣକୋରିଆ ଆଗମନକୁ ମଧ୍ୟ ଉତ୍ତର କୋରିଆ ତୀବ୍ର ନିନ୍ଦା କରିଥିଲା।

ଆହୁରି ପଢ଼ନ୍ତୁ: 'ଆପଣ ଗୁଗଲରେ ଅଶ୍ଳୀଳ ଭିଡିଓ ଦେଖିଛନ୍ତି...': କ୍ରାଇମବ୍ରାଞ୍ଚ ଅଫିସର ପରିଚୟ ଦେଇ ମହିଳାଙ୍କଠାରୁ ୪.୫୦ ଲକ୍ଷ ଟଙ୍କାର ସାଇବର ଠକେଇ

12 Jul 2023 By The Sakala

ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି ଉତ୍ତର କୋରିଆ

ପ୍ୟୋଙ୍ଗୟାଙ୍ଗ: ଆଜି ଉତ୍ତର କୋରିଆ ତା’ର ପୂର୍ବତଟ ସମୁଦ୍ର ମଧ୍ୟକୁ ଗୋଟାଏ ଅଜ୍ଞାତ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆର ‘ଜଏଣ୍ଟ୍‌ ଚିଫ୍‌ସ୍‌ ଅଫ୍‌ ଷ୍ଟାଫ୍‌’ ଜାରି କରିଥିବା ବିବୃତିରେ କହିଛନ୍ତି। ଦକ୍ଷିଣ କୋରିଆ ସହ ତିକ୍ତତା ମଧ୍ୟରେ ଉତ୍ତର କୋରିଆା ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ବୁଧବାର ସକାଳେ ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଯୁଗ୍ମ ମୁଖ୍ୟମାନେ ଘୋଷଣା କରିଛନ୍ତି ଏହା ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ।

ଆମେରିକୀୟ ଗୁପ୍ତଚର ବିମାନ ତା’ର ଆକାଶ ସୀମାରେ ଅନୁପ୍ରବେଶ କରିଥିବା ଅଭିଯୋଗବାର କିଛି ଦିନ ପରେ ଉତ୍ତର କୋରିଆ ଆଜି ଏହି କ୍ଷେପଣାସ୍ତ୍ର ନି‌କ୍ଷେପ କରିଛି। ସେହିପରି, ନିକଟ ଅତୀତରେ ଆମେରିକାର ଗୋଟାଏ ଆଣବିକ ଶକ୍ତି ଚାଳିତ ‘କ୍ରୁଜ୍‌ କ୍ଷେପଣାସ୍ତ୍ର’ ବାହୀ ବୁଡ଼ାଜାହାଜର ଦକ୍ଷିଣକୋରିଆ ଆଗମନକୁ ମଧ୍ୟ ଉତ୍ତର କୋରିଆ ତୀବ୍ର ନିନ୍ଦା କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର