ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଜୁଲାଇ ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି […]

ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ମୋବାଇଲ୍ ଚାର୍ଜିଂ କେବୁଲରେ ତଣ୍ଟି ଚିପି ହତ୍ୟା

ସୁରଟ କୋର୍ଟର ରାୟ ବିରୋଧରେ ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ । ହେଲେ ହାଇକୋର୍ଟ ମଧ୍ୟ ତଳକୋର୍ଟ ରାୟକୁ କାଏମ ରଖିଥିଲେ । କଂଗ୍ରେସ ପକ୍ଷରୁ ଏହା ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

18 Jul 2023 By The Sakala

ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଜୁଲାଇ ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।

ସୁରଟ କୋର୍ଟର ରାୟ ବିରୋଧରେ ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ । ହେଲେ ହାଇକୋର୍ଟ ମଧ୍ୟ ତଳକୋର୍ଟ ରାୟକୁ କାଏମ ରଖିଥିଲେ । କଂଗ୍ରେସ ପକ୍ଷରୁ ଏହା ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର