ହାଇୱେ କାମ ବେଳେ ଖସିଲା କ୍ରେନ, ୧୬ ଶ୍ରମିକ ମୃତ

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ରର ସାହାପୁରରେ ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା। କ୍ରେନ୍ ଖସି ପଡ଼ିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଆଉ କିଛି ଶ୍ରମିକ ଫସିରହିଥିବା ଆଶଙ୍କା କରାଯାଉଛି। ସୂଚନା ଅନୁଯାୟୀ, ସମୃଦ୍ଧି ଏକ୍ସପ୍ରେସ ହାଇୱେ’ ନିର୍ମାଣ କାମରେ ନିୟୋଜିତ ଥିଲା ଏହି କ୍ରେନ । ଅଚାନକ ଭାବେ ଗତକାଲି ତଳେ କାମ କରୁଥିବା ଶ୍ରମିକଙ୍କ ଉପରେ ଖସି ପଡ଼ିଥିଲା। ଏହି ମେସିନ ଓଜନ ଅତ୍ୟଧିକ ଥିବାରୁ […]

ମୁମ୍ବାଇ: ମହାରାଷ୍ଟ୍ରର ସାହାପୁରରେ ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା। କ୍ରେନ୍ ଖସି ପଡ଼ିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଆଉ କିଛି ଶ୍ରମିକ ଫସିରହିଥିବା ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ସୂଚନା ଅନୁଯାୟୀ, ସମୃଦ୍ଧି ଏକ୍ସପ୍ରେସ ହାଇୱେ’ ନିର୍ମାଣ କାମରେ ନିୟୋଜିତ ଥିଲା ଏହି କ୍ରେନ । ଅଚାନକ ଭାବେ ଗତକାଲି ତଳେ କାମ କରୁଥିବା ଶ୍ରମିକଙ୍କ ଉପରେ ଖସି ପଡ଼ିଥିଲା। ଏହି ମେସିନ ଓଜନ ଅତ୍ୟଧିକ ଥିବାରୁ ଉକ୍ତ ସମୟରେ ତଳେ ଥିବା ବହୁ ଶ୍ରମିକ ଏହା ତଳେ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଏନଡିଆରଏଫର ୨ଟି ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ସାଉଦି ଆରବ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର