ମୋଦୀ ସରନେମ୍ ମାମଲା: ରାହୁଲଙ୍କ ମନ୍ତବ୍ୟ ଅପମାନ ଜନକ ନୁହେଁ- ସୁପ୍ରିମକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ମୋଦୀ ସରନେମକୁ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାରେ ରାହୁଲଙ୍କୁ ଆଜି ଆଶ୍ବସ୍ତି ମିଳିଛି। ରାହୁଲଙ୍କ ମନ୍ତବ୍ୟ ଅପମାନ ଜନକ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଗୁଜରାଟର ସୁରଟ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏଣିକି ନିର୍ବାଚନ ଲଢିପାରିବେ ରାହୁଲ । ସାଂସଦ ପଦ ମଧ୍ୟ ଫେରିପାଇବେ ରାହୁଲ । ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦୀ ସରନେମକୁ ନେଇ […]

ନୂଆଦିଲ୍ଲୀ: ମୋଦୀ ସରନେମକୁ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାରେ ରାହୁଲଙ୍କୁ ଆଜି ଆଶ୍ବସ୍ତି ମିଳିଛି। ରାହୁଲଙ୍କ ମନ୍ତବ୍ୟ ଅପମାନ ଜନକ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଗୁଜରାଟର ସୁରଟ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏଣିକି ନିର୍ବାଚନ ଲଢିପାରିବେ ରାହୁଲ । ସାଂସଦ ପଦ ମଧ୍ୟ ଫେରିପାଇବେ ରାହୁଲ ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦୀ ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରତ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡ ଶୁଣାଇଥିଲେ। ଏହାସହ ୨ ବର୍ଷ ଜେଲ୍‌‌ ଦଣ୍ଡାଦେଶକୁ କାଏମ ରଖିଥିଲେ ହାଇକୋର୍ଟ। ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି । ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ମଧ୍ୟ ଖାଲି କରିବାକୁ ପଡିଥିଲା। ତାପରେ ରାହୁଲ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ।

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

04 Aug 2023 By The Sakala

ମୋଦୀ ସରନେମ୍ ମାମଲା: ରାହୁଲଙ୍କ ମନ୍ତବ୍ୟ ଅପମାନ ଜନକ ନୁହେଁ- ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋଦୀ ସରନେମକୁ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାରେ ରାହୁଲଙ୍କୁ ଆଜି ଆଶ୍ବସ୍ତି ମିଳିଛି। ରାହୁଲଙ୍କ ମନ୍ତବ୍ୟ ଅପମାନ ଜନକ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଗୁଜରାଟର ସୁରଟ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏଣିକି ନିର୍ବାଚନ ଲଢିପାରିବେ ରାହୁଲ । ସାଂସଦ ପଦ ମଧ୍ୟ ଫେରିପାଇବେ ରାହୁଲ ।

ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦୀ ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରତ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡ ଶୁଣାଇଥିଲେ। ଏହାସହ ୨ ବର୍ଷ ଜେଲ୍‌‌ ଦଣ୍ଡାଦେଶକୁ କାଏମ ରଖିଥିଲେ ହାଇକୋର୍ଟ। ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି । ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ମଧ୍ୟ ଖାଲି କରିବାକୁ ପଡିଥିଲା। ତାପରେ ରାହୁଲ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର