କୁଲଗାମରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ଯବାନ ସହିଦ

The Sakala Picture
Published On

ଜମ୍ମୁ କଶ୍ମୀର: ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୩ ଜଣ ଯବାନ ସହିଦ ହୋଇଛନ୍ତି । ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି। ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ହଲାଣ ଜଙ୍ଗଲରେ ଥିବା ପର୍ବତ ଶିଖରେ କିଛି ଆତଙ୍କବାଦୀମାନଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ଭାରତୀୟ ସେନା ‘କର୍ଡନ୍‌-ଆଣ୍ଡ୍‌-ସର୍ଚ’ ଅଭିଯାନ ଆରମ୍ଭ […]

ଜମ୍ମୁ କଶ୍ମୀର: ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୩ ଜଣ ଯବାନ ସହିଦ ହୋଇଛନ୍ତି । ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ହଲାଣ ଜଙ୍ଗଲରେ ଥିବା ପର୍ବତ ଶିଖରେ କିଛି ଆତଙ୍କବାଦୀମାନଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ଭାରତୀୟ ସେନା ‘କର୍ଡନ୍‌-ଆଣ୍ଡ୍‌-ସର୍ଚ’ ଅଭିଯାନ ଆରମ୍ଭ କରିଥିଲେ। କିନ୍ତୁ, ସେଠାରେ ଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚଳାଇବାରୁ ନିରାପତ୍ତା ବଳ ପାଲଟା ଗୁଳି ଚାଳନା କଲା। ଫଳରେ ଏନକାଉଣ୍ଟର୍‌ର ଜୋରଦାର ହେଲା ବୋଲି ପୁଲିସ ପକ୍ଷରୁ କୁହାଯାଇଛି । ଗୁଳି ବିନିମୟ ସମୟରେ ସେନାର ୩ଜଣ ଯବାନ ଆହତ ହୋଇଥିଲେ। କିନ୍ତୁ, ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ନିଧନ ହୋଇଛି ।

ଆହୁରି ପଢ଼ନ୍ତୁ: 'ନୋ ବିଗ୍ ଡିଲ୍' ରୁ 'ସମ୍ପୂର୍ଣ୍ଣ ବିନାଶ': ଇରାନର ଆପାଚେ ହେଲିକପ୍ଟର ଆକ୍ରମଣ ପରେ କାହିଁକି ବଦଳିଲା ଟ୍ରମ୍ପଙ୍କ ମିଜାଜ?

05 Aug 2023 By The Sakala

କୁଲଗାମରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ଯବାନ ସହିଦ

ଜମ୍ମୁ କଶ୍ମୀର: ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୩ ଜଣ ଯବାନ ସହିଦ ହୋଇଛନ୍ତି । ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି।

ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ହଲାଣ ଜଙ୍ଗଲରେ ଥିବା ପର୍ବତ ଶିଖରେ କିଛି ଆତଙ୍କବାଦୀମାନଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ଭାରତୀୟ ସେନା ‘କର୍ଡନ୍‌-ଆଣ୍ଡ୍‌-ସର୍ଚ’ ଅଭିଯାନ ଆରମ୍ଭ କରିଥିଲେ। କିନ୍ତୁ, ସେଠାରେ ଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚଳାଇବାରୁ ନିରାପତ୍ତା ବଳ ପାଲଟା ଗୁଳି ଚାଳନା କଲା। ଫଳରେ ଏନକାଉଣ୍ଟର୍‌ର ଜୋରଦାର ହେଲା ବୋଲି ପୁଲିସ ପକ୍ଷରୁ କୁହାଯାଇଛି । ଗୁଳି ବିନିମୟ ସମୟରେ ସେନାର ୩ଜଣ ଯବାନ ଆହତ ହୋଇଥିଲେ। କିନ୍ତୁ, ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ନିଧନ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର