ବାଦଲଫଟା ବର୍ଷାରେ ଚାଲିଗଲା ୭ ଜଣଙ୍କ ଜୀବନ

The Sakala Picture
Published On

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ସୋଲାନରେ ଘଟିଛି ଅଭାବନୀୟ ଘଟଣା ।  ଗତକାଲି ରାତିରେ ବାଦଲଫଟା ବର୍ଷାରେ  ୭ ଜଣଙ୍କ ମୃତ୍ୟୁ ଘଟିଛି । ଏଥିସହ ୬ ଜଣଙ୍କୁ ଉଦ୍ଧାର କରାଯାଛଛି।  ଗତ ୨୪ ଘଣ୍ଟା ହେଲା ନିକଟସ୍ଥ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଗତ ରାତିରେ ହୋଇଥିବା ବାଦଲ ଫଟା ବର୍ଷା ହେତୁ ପରିସ୍ଥିତି ଅସମ୍ଭାଳ ରହିଛି। ଏଥିଯୋଗୁ ବହୁ ରାସ୍ତାରେ ଲ୍ୟାଣ୍ଡସ୍ଲାଇଡ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିବା […]

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ସୋଲାନରେ ଘଟିଛି ଅଭାବନୀୟ ଘଟଣା ।  ଗତକାଲି ରାତିରେ ବାଦଲଫଟା ବର୍ଷାରେ  ୭ ଜଣଙ୍କ ମୃତ୍ୟୁ ଘଟିଛି । ଏଥିସହ ୬ ଜଣଙ୍କୁ ଉଦ୍ଧାର କରାଯାଛଛି।  ଗତ ୨୪ ଘଣ୍ଟା ହେଲା ନିକଟସ୍ଥ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଗତ ରାତିରେ ହୋଇଥିବା ବାଦଲ ଫଟା ବର୍ଷା ହେତୁ ପରିସ୍ଥିତି ଅସମ୍ଭାଳ ରହିଛି। ଏଥିଯୋଗୁ ବହୁ ରାସ୍ତାରେ ଲ୍ୟାଣ୍ଡସ୍ଲାଇଡ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିବା ବେଳେ ସ୍ଥାନେ ସ୍ଥାନେ ବ୍ରିଜ ଧୋଇ ହୋଇ ଯାଇଛି।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ପ୍ରବଳ ବର୍ଷା ହେତୁ ସ୍ଥିତି ଅସମ୍ଭାଳ ହେବାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜକୁ ଆଜି ବନ୍ଦ ଘୋଷଣା କରିଛନ୍ତି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର