୨ ରାଜ୍ୟରେ ବଢିଲା ଲକଡାଉନ୍ ଅବଧି

The Sakala Picture
Published On

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢୁଥିବା ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ଓ ପଞ୍ଜାବ ସରକାର ଲକଡାଉନ୍ ସମୟସୀମା ବୃଦ୍ଧି କରିଛନ୍ତି । ପଶ୍ଚିମବଙ୍ଗରେ ଜୁନ୍ ୧୫ ତାରିଖ ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ ଓ ଜୁଲାଇ ଶେଷରେ ରାଜ୍ୟ ବୋର୍ଡର ଦ୍ୱାଦଶ ପରୀକ୍ଷା ଏବଂ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । West Bengal Govt extends statewide restrictions till June […]

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢୁଥିବା ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ଓ ପଞ୍ଜାବ ସରକାର ଲକଡାଉନ୍ ସମୟସୀମା ବୃଦ୍ଧି କରିଛନ୍ତି । ପଶ୍ଚିମବଙ୍ଗରେ ଜୁନ୍ ୧୫ ତାରିଖ ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ ଓ ଜୁଲାଇ ଶେଷରେ ରାଜ୍ୟ ବୋର୍ଡର ଦ୍ୱାଦଶ ପରୀକ୍ଷା ଏବଂ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ଅନ୍ୟପଟେ ବିଶେଷଜ୍ଞଙ୍କ ତଥ୍ୟ ଅନୁଯାୟୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମ୍ରିନ୍ଦର ସିଂ ଜୁନ୍ ୧୦ ଯାଏ ଲକଡାଉନ ସମୟସୀମାକୁ ବୃଦ୍ଧି କରିଛନ୍ତି । ଲକଡାଉନ୍ କଟକଣା କିଛିଟା କୋହଳ ହେଇଛି । ଘରୋଇ ଗାଡ଼ିରେ ସୀମିତ ସଂଖ୍ୟା ଯାତ୍ରୀ ନେଇ ଲାଗିଥିବା କଟକଣାକୁ ହଟାଇ ଦିଆଯାଇଛି । ଅକ୍ସିଜେନକୁ ମେଡିକାଲ୍ ସହ ଅନ୍ୟ କାର୍ଯ୍ୟରେ ବ୍ୟବହାର ନେଇ ଦିଆଯାଇଛି ଅନୁମତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର