ଆଜିଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର

The Sakala Picture
Published On

ନୂଆଦିଲ୍ଲୀ: ସରକାର ଦେବେ ଶସ୍ତାରେ ଟମାଟୋ । ଅଗଷ୍ଟ ୧୫ ଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର । ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) ଏବଂ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍)କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲସେଲ ବଜାରରେ ଟମାଟୋ ଦର ହ୍ରାସକୁ ଦୃଷ୍ଟିରେ ରଖି ଖାଉଟି ବ୍ୟାପାର ବିଭାଗ ଏହି ନିଷ୍ପତ୍ତି […]

ନୂଆଦିଲ୍ଲୀ: ସରକାର ଦେବେ ଶସ୍ତାରେ ଟମାଟୋ । ଅଗଷ୍ଟ ୧୫ ଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର । ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) ଏବଂ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍)କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲସେଲ ବଜାରରେ ଟମାଟୋ ଦର ହ୍ରାସକୁ ଦୃଷ୍ଟିରେ ରଖି ଖାଉଟି ବ୍ୟାପାର ବିଭାଗ ଏହି ନିଷ୍ପତ୍ତି ନେଇଛି।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ଖୁଚୁରା ବଜାରରେ ଟମାଟୋ ମୂଲ୍ୟ ହ୍ରାସ କରିବାକୁ କେନ୍ଦ୍ର ସରକାର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ସିସିଏଫ୍‌ ଓ ଏନ୍‌ଏଫ୍‌ଇଡି ଦିଲ୍ଲୀ ଏନ୍‌ସିଆର୍‌, ଜୟପୁର ଓ ରାଜସ୍ଥାନର କୋଟାରେ ଟମାଟୋ ବିକ୍ରି କରିବ। ସେହିପରି ଉତ୍ତର ପ୍ରଦେଶର ଲକ୍ଷ୍ନୌ, କାନପୁର, ବାରଣସୀ ଓ ପ୍ରୟାଗରାଜ ସମେତ ବିହାରର ପାଟନା, ମୁଜାଫରପୁର, ଅର୍ରାହ ଓ ବକ୍ସରରେ ଟମାଟୋ ୫୦ ଟଙ୍କାରେ ବିକ୍ରି ହେବ।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ଖାଉଟି ବ୍ୟାପାର ବିଭାଗର ନିର୍ଦ୍ଦେଶ ପରେ ଏନସିସିଏଫ୍ ଓ ନାଫେଡ୍ ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ମହାରାଷ୍ଟ୍ରର ବଜାରରୁ ଟମାଟୋ କିଣିବା ଆରମ୍ଭ କରିଥିଲେ। ଅଗଷ୍ଟ ୧୩ ସୁଦ୍ଧା ଏନସିସିଏଫ ଓ ନାଫେଡ୍ ମୋଟ ୧୫ ଲକ୍ଷ କେଜି ଟମାଟୋ କିଣିଛନ୍ତି। ଏହି ଟମାଟର ସେସବୁ ଅଞ୍ଚଳକୁ ପଠାଯିବ, ଯେଉଁଠି ଟମାଟର ଦାମ୍‌ ଅଧିକ ରହିଛି ।

ଆହୁରି ପଢ଼ନ୍ତୁ: ସିକ୍କିମ ଟନେଲ ଦୁର୍ଘଟଣା: ୨୨ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ ଶ୍ରମିକଙ୍କ ପାଇଁ ଖୋଜାଖୋଜି ଜାରି

15 Aug 2023 By The Sakala

ଆଜିଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର

ନୂଆଦିଲ୍ଲୀ: ସରକାର ଦେବେ ଶସ୍ତାରେ ଟମାଟୋ । ଅଗଷ୍ଟ ୧୫ ଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର । ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) ଏବଂ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍)କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲସେଲ ବଜାରରେ ଟମାଟୋ ଦର ହ୍ରାସକୁ ଦୃଷ୍ଟିରେ ରଖି ଖାଉଟି ବ୍ୟାପାର ବିଭାଗ ଏହି ନିଷ୍ପତ୍ତି ନେଇଛି।

ଖୁଚୁରା ବଜାରରେ ଟମାଟୋ ମୂଲ୍ୟ ହ୍ରାସ କରିବାକୁ କେନ୍ଦ୍ର ସରକାର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ସିସିଏଫ୍‌ ଓ ଏନ୍‌ଏଫ୍‌ଇଡି ଦିଲ୍ଲୀ ଏନ୍‌ସିଆର୍‌, ଜୟପୁର ଓ ରାଜସ୍ଥାନର କୋଟାରେ ଟମାଟୋ ବିକ୍ରି କରିବ। ସେହିପରି ଉତ୍ତର ପ୍ରଦେଶର ଲକ୍ଷ୍ନୌ, କାନପୁର, ବାରଣସୀ ଓ ପ୍ରୟାଗରାଜ ସମେତ ବିହାରର ପାଟନା, ମୁଜାଫରପୁର, ଅର୍ରାହ ଓ ବକ୍ସରରେ ଟମାଟୋ ୫୦ ଟଙ୍କାରେ ବିକ୍ରି ହେବ।

ଖାଉଟି ବ୍ୟାପାର ବିଭାଗର ନିର୍ଦ୍ଦେଶ ପରେ ଏନସିସିଏଫ୍ ଓ ନାଫେଡ୍ ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ମହାରାଷ୍ଟ୍ରର ବଜାରରୁ ଟମାଟୋ କିଣିବା ଆରମ୍ଭ କରିଥିଲେ। ଅଗଷ୍ଟ ୧୩ ସୁଦ୍ଧା ଏନସିସିଏଫ ଓ ନାଫେଡ୍ ମୋଟ ୧୫ ଲକ୍ଷ କେଜି ଟମାଟୋ କିଣିଛନ୍ତି। ଏହି ଟମାଟର ସେସବୁ ଅଞ୍ଚଳକୁ ପଠାଯିବ, ଯେଉଁଠି ଟମାଟର ଦାମ୍‌ ଅଧିକ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର