ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ

The Sakala Picture
Published On

ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ। Chandrayaan-3 Mission: ‘Thanks for the ride, mate! 👋’ said the Lander Module […]

ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

ଗତକାଲି ପଞ୍ଚମ ତଥା ଶେଷ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ କରିଥିଲା ଚନ୍ଦ୍ରଯାନ-୩ । କାଲି ଲ୍ୟାଣ୍ଡର ମୋଡ୍ୟୁଲ କକ୍ଷର ଉଚ୍ଚତା ହ୍ରାସ କରାଯିବ। ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ସୂଚନା ମିଳିଛି ।

ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏକ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର । ଗତ ୨୦୧୯ରେ ଚନ୍ଦ୍ରଯାନ-୨ ସଫ୍ଟ ଲ୍ୟାଣ୍ଡିଂ ବିଫଳ ହେବା ପରେ ଇସ୍ରୋରେ ଖେଳିଯାଇଥିଲା ନୈରାଶ୍ୟ ।

17 Aug 2023 By The Sakala

ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ

ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ।

ଗତକାଲି ପଞ୍ଚମ ତଥା ଶେଷ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ କରିଥିଲା ଚନ୍ଦ୍ରଯାନ-୩ । କାଲି ଲ୍ୟାଣ୍ଡର ମୋଡ୍ୟୁଲ କକ୍ଷର ଉଚ୍ଚତା ହ୍ରାସ କରାଯିବ। ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ସୂଚନା ମିଳିଛି ।

ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏକ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର । ଗତ ୨୦୧୯ରେ ଚନ୍ଦ୍ରଯାନ-୨ ସଫ୍ଟ ଲ୍ୟାଣ୍ଡିଂ ବିଫଳ ହେବା ପରେ ଇସ୍ରୋରେ ଖେଳିଯାଇଥିଲା ନୈରାଶ୍ୟ ।

https://www.thesakala.in/national-international/chandrayaan-3-marks-giant-leap-lander-successfully-separates-from-propulsion-module/article-24529
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର