ଖାଇକୁ ଖସିଲା ଯାତ୍ରୀବାହୀ ବସ୍: ୮ ମୃତ, ୨୭ ଆହତ

The Sakala Picture
Published On

ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍  ଖାଇକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି। ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି। ସୂଚନା ଅନୁଯାୟୀ, ତୀର୍ଥଯାତ୍ରୀ […]

ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍  ଖାଇକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି। ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ସୂଚନା ଅନୁଯାୟୀ, ତୀର୍ଥଯାତ୍ରୀ ଭର୍ତ୍ତି ଏହି ବସ୍ ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ ବାଟରେ ଥିବା ଏକ ପାହାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣା ସମ୍ପର୍କରେ ଖବର ପାଇବା ପରେ ପ୍ରଶାସନ ଓ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର