ମଦୁରାଇ ଷ୍ଟେସନ ନିକଟରେ ଟ୍ରେନ୍‌ରେ ଭୟାଭହ ଅଗ୍ନିକାଣ୍ଡ; ୮ ଯାତ୍ରୀ ଜୀବନ୍ତ ଦଗ୍ଧ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

ତାମିଲନାଡୁ: ଟ୍ରେନ୍‌ରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୮ ଜଣ ଯାତ୍ରୀ । ଅଗ୍ନିକାଣ୍ଡରେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ତାମିଲନାଡୁର ମଦୁରାଇ ଷ୍ଟେସନ ନିକଟରେ ଭୋର ୫ଟା୧୫ରେ ଲକ୍ଷ୍ନୌରୁ ରାମେଶ୍ବରମ ଯାଉଥିବା ପୁନାଲୁର- ମଦୁରାଇ ଏକ୍କପ୍ରେସରେ ନିଆଁ ଲାଗିଥିବା ଜଣା ପଡ଼ିଛି । ଟ୍ରେନର ଟୁରିଷ୍ଟ କୋଚରେ ନିଆଁ ଲାଗି ୮ ଜଣ ମୃତ୍ୟୁବରଣ କରିଛନ୍ତି । ଖବର ପାଇ ଦମକଳ ବାହିନୀ ପହଞ୍ଚି ପ୍ରାୟ ୨ ଘଣ୍ଟାର ପରିଶ୍ରମ ପରେ ନିଆଁକୁ […]

ତାମିଲନାଡୁ: ଟ୍ରେନ୍‌ରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୮ ଜଣ ଯାତ୍ରୀ । ଅଗ୍ନିକାଣ୍ଡରେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ତାମିଲନାଡୁର ମଦୁରାଇ ଷ୍ଟେସନ ନିକଟରେ ଭୋର ୫ଟା୧୫ରେ ଲକ୍ଷ୍ନୌରୁ ରାମେଶ୍ବରମ ଯାଉଥିବା ପୁନାଲୁର- ମଦୁରାଇ ଏକ୍କପ୍ରେସରେ ନିଆଁ ଲାଗିଥିବା ଜଣା ପଡ଼ିଛି । ଟ୍ରେନର ଟୁରିଷ୍ଟ କୋଚରେ ନିଆଁ ଲାଗି ୮ ଜଣ ମୃତ୍ୟୁବରଣ କରିଛନ୍ତି । ଖବର ପାଇ ଦମକଳ ବାହିନୀ ପହଞ୍ଚି ପ୍ରାୟ ୨ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କରିଛନ୍ତି । ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବହୁ ଯାତ୍ରୀ ପ୍ରାଣ ବିକଳରେ ଟ୍ରେନ୍‌ରୁ ଡେଇଁ ନିଜ ଜୀବନ ରକ୍ଷା କରି ପାରିଛନ୍ତି।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

ତେବେ ଟ୍ରେନରେ କିଛି ପ୍ୟାସେଞ୍ଜନ ବେଆଇନ ଭାବେ ଗ୍ୟାସ୍ ସିଲିଣ୍ଡର ନେଇ ଯାଉଥିବାବେଳେ ସେଥିରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

26 Aug 2023 By The Sakala

ମଦୁରାଇ ଷ୍ଟେସନ ନିକଟରେ ଟ୍ରେନ୍‌ରେ ଭୟାଭହ ଅଗ୍ନିକାଣ୍ଡ; ୮ ଯାତ୍ରୀ ଜୀବନ୍ତ ଦଗ୍ଧ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

ତାମିଲନାଡୁ: ଟ୍ରେନ୍‌ରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୮ ଜଣ ଯାତ୍ରୀ । ଅଗ୍ନିକାଣ୍ଡରେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ତାମିଲନାଡୁର ମଦୁରାଇ ଷ୍ଟେସନ ନିକଟରେ ଭୋର ୫ଟା୧୫ରେ ଲକ୍ଷ୍ନୌରୁ ରାମେଶ୍ବରମ ଯାଉଥିବା ପୁନାଲୁର- ମଦୁରାଇ ଏକ୍କପ୍ରେସରେ ନିଆଁ ଲାଗିଥିବା ଜଣା ପଡ଼ିଛି । ଟ୍ରେନର ଟୁରିଷ୍ଟ କୋଚରେ ନିଆଁ ଲାଗି ୮ ଜଣ ମୃତ୍ୟୁବରଣ କରିଛନ୍ତି । ଖବର ପାଇ ଦମକଳ ବାହିନୀ ପହଞ୍ଚି ପ୍ରାୟ ୨ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କରିଛନ୍ତି । ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବହୁ ଯାତ୍ରୀ ପ୍ରାଣ ବିକଳରେ ଟ୍ରେନ୍‌ରୁ ଡେଇଁ ନିଜ ଜୀବନ ରକ୍ଷା କରି ପାରିଛନ୍ତି।

ତେବେ ଟ୍ରେନରେ କିଛି ପ୍ୟାସେଞ୍ଜନ ବେଆଇନ ଭାବେ ଗ୍ୟାସ୍ ସିଲିଣ୍ଡର ନେଇ ଯାଉଥିବାବେଳେ ସେଥିରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି

https://www.thesakala.in/national-international/8-killed-and-20-injured-as-fire-breaks-out-on-train-at-madurai-station/article-24809
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର