ବାଲିରେ ଭୂମିକମ୍ପ, ରିକ୍ଟର ସ୍କେଲର ତୀବ୍ରତା ୭.୦ ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରହିଛି। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି । ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନଠୁ ପ୍ରାୟ ୫୧୮ କିମି ଗଭୀରରେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର […]

ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରହିଛି। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି । ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନଠୁ ପ୍ରାୟ ୫୧୮ କିମି ଗଭୀରରେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି। ତେବେ ଭୂମିକମ୍ପ ପରେ ସୂନାମୀ ସତର୍କତା ଜାରି ହୋଇନାହିଁ ।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

29 Aug 2023 By The Sakala

ବାଲିରେ ଭୂମିକମ୍ପ, ରିକ୍ଟର ସ୍କେଲର ତୀବ୍ରତା ୭.୦ ରେକର୍ଡ

ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରହିଛି। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି । ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନଠୁ ପ୍ରାୟ ୫୧୮ କିମି ଗଭୀରରେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି। ତେବେ ଭୂମିକମ୍ପ ପରେ ସୂନାମୀ ସତର୍କତା ଜାରି ହୋଇନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର