ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନ୍‌

The Sakala Picture
Published On

ଇସଲାମବାଦ୍: ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତି ଉପରେ ରୋକ୍‌ ଲଗାଇ ଦେଇଛନ୍ତି। ସେପଟେ ପିଟିଆଇ ତରଫରୁ ଏହାକୁ ସମ୍ବିଧାନର ବିଜୟ ବୋଲି କୁହାଯାଇଛି।  

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର