ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର: ଆତଙ୍କବାଦୀ ନିହତ, ଜଣେ ସୁରକ୍ଷାକର୍ମୀ ଆହତ

The Sakala Picture
Published On

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀର ରିଆସି ଜିଲ୍ଲାରେ ଆଜି ବଡ଼ଧରଣର ଏନକାଉଣ୍ଟର ହୋଇଛି। ସର୍ଚ୍ଚ ଅପରେସନସମୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କୀ ନିହତ ହୋଇଛି। ସେହିପରି ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଏନକାଉଣ୍ଟର ସ୍ଥଳରୁ ଏୟାରଲିଫ୍ଟ କରି ସେନା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ରିଆସି ଜିଲ୍ଲାର ଚାସାନା ଅଞ୍ଚଳରେ ୨ ଜଣ ଆତଙ୍କୀ ଥିବା ଗୁଇନ୍ଦା ରିପୋର୍ଟ ମିଳିଥିଲା। ଏହାପରେ ସ୍ଥାନୀୟ ପୁଲିସ୍‌ ଓ ସ୍ଥଳ ସେନା ପକ୍ଷରୁ ସର୍ଚ୍ଚ ଅପରେସନ […]

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀର ରିଆସି ଜିଲ୍ଲାରେ ଆଜି ବଡ଼ଧରଣର ଏନକାଉଣ୍ଟର ହୋଇଛି। ସର୍ଚ୍ଚ ଅପରେସନସମୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କୀ ନିହତ ହୋଇଛି। ସେହିପରି ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଏନକାଉଣ୍ଟର ସ୍ଥଳରୁ ଏୟାରଲିଫ୍ଟ କରି ସେନା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ସୂଚନା ଅନୁଯାୟୀ, ରିଆସି ଜିଲ୍ଲାର ଚାସାନା ଅଞ୍ଚଳରେ ୨ ଜଣ ଆତଙ୍କୀ ଥିବା ଗୁଇନ୍ଦା ରିପୋର୍ଟ ମିଳିଥିଲା। ଏହାପରେ ସ୍ଥାନୀୟ ପୁଲିସ୍‌ ଓ ସ୍ଥଳ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର