ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିର ଯାଇ ଭଗବାନ ସ୍ୱାମୀ ନାରାୟଣଙ୍କ ଦର୍ଶନ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍

The Sakala Picture
Published On

ନୂଆଦିଲ୍ଲୀ: ଆଜି ସକାଳୁ ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିରରେ ପହଞ୍ଚି ସ୍ୱାମୀ ନାରାୟଣଙ୍କୁ ଦର୍ଶନ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍ । ଅକ୍ଷରଧାମ ମନ୍ଦିରରେ ପୂଜା ଓ ଆଳତି କରିବା ସହ ମନ୍ଦିରରେ ବିତାଇଥିବା ପ୍ରତି ମୂହୁର୍ତ୍ତକୁ ସେ ଉପଭୋଗ କରିଥିଲେ । ସୁନକଙ୍କ ପତ୍ନୀ ଅକ୍ଷତା ମଧ୍ୟ ଅକ୍ଷରଧାମ ଦର୍ଶନ କରିବା ପରେ ବେଶ ଖୁସି ଥିଲେ । ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ‘ଜି୨୦’ ଶିଖର […]

ନୂଆଦିଲ୍ଲୀ: ଆଜି ସକାଳୁ ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିରରେ ପହଞ୍ଚି ସ୍ୱାମୀ ନାରାୟଣଙ୍କୁ ଦର୍ଶନ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍ । ଅକ୍ଷରଧାମ ମନ୍ଦିରରେ ପୂଜା ଓ ଆଳତି କରିବା ସହ ମନ୍ଦିରରେ ବିତାଇଥିବା ପ୍ରତି ମୂହୁର୍ତ୍ତକୁ ସେ ଉପଭୋଗ କରିଥିଲେ । ସୁନକଙ୍କ ପତ୍ନୀ ଅକ୍ଷତା ମଧ୍ୟ ଅକ୍ଷରଧାମ ଦର୍ଶନ କରିବା ପରେ ବେଶ ଖୁସି ଥିଲେ । ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

‘ଜି୨୦’ ଶିଖର ସମ୍ମିଳନୀରୁ ସାମାନ୍ୟ ବିରତି ନେଇ ଆଜି ସକାଳୁ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଦିଲ୍ଲୀସ୍ଥିତ ଅକ୍ଷରଧାମ ମନ୍ଦିରକୁ ଯାଇଥିଲେ। ହିନ୍ଦୁ ଧର୍ମ ତାଙ୍କ ଜୀବନର ପ୍ରତ୍ୟେକ ଦିଗରେ ମାର୍ଗଦର୍ଶନ କରିଛି ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଯଥାସମ୍ଭବ କାର୍ଯ୍ୟ କରିବାକୁ ତାଙ୍କୁ ସାହସ ଦେଇଥାଏ ବୋଲି ଋଷି ସୁନକ୍ କହିଛନ୍ତି । ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୁନକ ଓ ଅକ୍ଷତାଙ୍କୁ ଏକ ମନ୍ଦିର ପ୍ରତିକୃତି ଉପହାର ସୂରୁପ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଏୟାର କାନାଡାରେ ନକଲି ପାଇଲଟଙ୍କ କାରନାମା: ୧୭ ବର୍ଷ ଧରି ବିନା ଲାଇସେନ୍ସରେ ଉଡ଼ାଇଲେ ୯୦୦ରୁ ଅଧିକ ବିମାନ, ପୋଲିସ କଲା ଗିରଫ

10 Sep 2023 By The Sakala

ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିର ଯାଇ ଭଗବାନ ସ୍ୱାମୀ ନାରାୟଣଙ୍କ ଦର୍ଶନ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍

ନୂଆଦିଲ୍ଲୀ: ଆଜି ସକାଳୁ ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିରରେ ପହଞ୍ଚି ସ୍ୱାମୀ ନାରାୟଣଙ୍କୁ ଦର୍ଶନ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍ । ଅକ୍ଷରଧାମ ମନ୍ଦିରରେ ପୂଜା ଓ ଆଳତି କରିବା ସହ ମନ୍ଦିରରେ ବିତାଇଥିବା ପ୍ରତି ମୂହୁର୍ତ୍ତକୁ ସେ ଉପଭୋଗ କରିଥିଲେ । ସୁନକଙ୍କ ପତ୍ନୀ ଅକ୍ଷତା ମଧ୍ୟ ଅକ୍ଷରଧାମ ଦର୍ଶନ କରିବା ପରେ ବେଶ ଖୁସି ଥିଲେ । ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

‘ଜି୨୦’ ଶିଖର ସମ୍ମିଳନୀରୁ ସାମାନ୍ୟ ବିରତି ନେଇ ଆଜି ସକାଳୁ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଦିଲ୍ଲୀସ୍ଥିତ ଅକ୍ଷରଧାମ ମନ୍ଦିରକୁ ଯାଇଥିଲେ। ହିନ୍ଦୁ ଧର୍ମ ତାଙ୍କ ଜୀବନର ପ୍ରତ୍ୟେକ ଦିଗରେ ମାର୍ଗଦର୍ଶନ କରିଛି ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଯଥାସମ୍ଭବ କାର୍ଯ୍ୟ କରିବାକୁ ତାଙ୍କୁ ସାହସ ଦେଇଥାଏ ବୋଲି ଋଷି ସୁନକ୍ କହିଛନ୍ତି । ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୁନକ ଓ ଅକ୍ଷତାଙ୍କୁ ଏକ ମନ୍ଦିର ପ୍ରତିକୃତି ଉପହାର ସୂରୁପ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର